ଜେଇଇ ଆଡଭାନ୍ସଡରେ ଓଡିଏମ୍‌ ବିଦ୍ୟାର୍ଥୀଙ୍କ କୃତିତ୍ୱ

ଭୁବନେଶ୍ୱର, ୭ା୧୦(ବ୍ୟୁରୋ):ଆଇଆଇଟି ଦିଲ୍ଲୀ ଏବଂ ଜଏଣ୍ଟ ଆଡମିଶନ୍‌ ବୋର୍ଡ (ଜେ.ଏ.ବି) ଦ୍ୱାରା ପରିଚାଳିତ ସର୍ବଭାରତୀୟ ଜେଇଇ ଆଡଭାନ୍ସଡ-୨୦୨୦ ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲର ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରମାନେ କୃତିତ୍ୱ ହାସଲ କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ଅନିକେତ ଦେ ୫୩୨ତମ ର଼୍ୟାଙ୍କ୍‌, ପ୍ରଣବ କ୍ରିଷ୍ଣା ସାହୁ ୧୨୪୨ ର଼୍ୟାଙ୍କ୍‌ ଏବଂ ଅରୂପ ବରାଳ ୧୩୨୨ ର଼୍ୟାଙ୍କ୍‌ ରଖି ଯଥାକ୍ରମେ ପ୍ରଥମ, ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏହି ପରୀକ୍ଷାରେ ୨୨ ଜଣ ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଏହି ପରିପ୍ରେକ୍ଷୀରେ ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡ. ସତ୍ୟବ୍ରତ ମୀନକେତନ, ନିର୍ଦ୍ଦେଶିକା ଇନ୍ଦୁମତୀ ରାୟ ଏବଂ ସିଓଓ ସ୍ବୟନ ସତ୍ୟେନ୍ଦୁଙ୍କ ସମେତ ସମସ୍ତ ଶିକ୍ଷକ ଏହି ସଫଳତା ପାଇଁ ଛାତ୍ରୀଛାତ୍ରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ସଫଳତା ପାଇଁ ଛାତ୍ରୀଛାତ୍ର ଓ ଅଭିଭାବକମାନେ ବିଦ୍ୟାଳୟର ସମସ୍ତ ଶିକ୍ଷକଙ୍କୁ ଶ୍ରେୟ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri