ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ସଫଳତା: ପୁନମ-ଦିପ୍ତିମୟୀ ଟପ୍ପର

ପୁରୁଷୋତ୍ତମପୁର, ୧୭।୫(ସିମାଞ୍ଚଳ ମିଶ୍ର): ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ (ସିବିଏସଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତା ଆଣି ଗୌରବାନ୍ବିତ ହୋଇଛି। ଦଶମ ଶ୍ରେଣୀରେ ୭୨ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୭୦ ଜଣ ପାସ କରିଛନ୍ତି। ବିଦ୍ୟାଳୟର ପାସହାର ୯୭.୨ପ୍ରତିଶତ ରହିଛି। ପ୍ରଥମ ଶ୍ରେଣୀରେ ୫୯ ଜଣ ପାସ କରିଛନ୍ତି। ସେଥିମଧ୍ୟରୁ ପୁନମ ସାହୁ ୯୭.୨ ପ୍ରତିଶତ ମାର୍କ ରଖି ବିଦ୍ୟାଳୟରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେହିପରି ଦ୍ୱାଦଶ ଶ୍ରେଣୀରେ ପାସ ହାର ୭୯.୫୯ ପ୍ରତିଶତ ରହିଛିା ୪୯ ଜଣ ପରୀକ୍ଷା ଦେଇଥିବା ବେଳେ ୨୯ଜଣ ପାସ କରିଛନ୍ତି। ଏଥିରେ ପ୍ରଥମ ଶ୍ରେଣୀରେ ୨୬ ଜଣ ପାସ କରିଥିବା ବେଳେ ସେଥି ମଧ୍ୟରୁ ଦିପ୍ତିମୟୀ ପାଣିଗ୍ରାହି ୯୦ ପ୍ରତିଶତ ମାର୍କ ରଖି ବିଦ୍ୟାାଳୟରେ ଟପ୍ପର ହୋଇଛନ୍ତି। ବିଦ୍ୟାଳୟ ଅଧ୍ୟକ୍ଷ ସନ୍ତୋଷ କୁମାର ମହାପାତ୍ର ଓ ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ଯୋଗୁ ଏଭଳି ସଫଳତା ହୋଇଥିବା ନେଇ ଅଭିଭାବକ ମହଲରେ ପ୍ରସଂଶା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri