କିସ୍‌ର ଦୁଇଶାଖା ପରିଦର୍ଶନ କଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କିସ୍‌ ଭୁବନେଶ୍ୱରର ନୂଆ ଶାଖା କିସ୍‌-ବଲାଙ୍ଗୀର ଓ କିସ୍‌-ଭବାନୀପାଟଣାକୁ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ପରିଦର୍ଶନ କରିଛନ୍ତି। କେବଳ ଛାତ୍ରୀଙ୍କ ପାଇଁ ଉଭୟ କ୍ୟାମ୍ପସ୍‌ ଉଦ୍ଦିଷ୍ଟ ହୋଇଥିବାବେଳେ ଏଠାରେ ଚଳିତ ଶିକ୍ଷାବର୍ଷ ଆରମ୍ଭରୁ ଛାତ୍ରୀମାନେ ନାମ ଲେଖାଇଛନ୍ତି। ଶିକ୍ଷାଦାନ ଆରମ୍ଭ ହେବା ପରେ ଡ.ସାମନ୍ତ ଏହି ଦୁଇ କ୍ୟାମ୍ପସର ପରିଦର୍ଶନରେ ଯାଇଥିଲେ। ପ୍ରତିଷ୍ଠାତାଙ୍କୁ ପାଖରେ ପାଇ ଛାତ୍ରୀମାନେ ଖୁସି ଓ ଉତ୍ସାହିତ ହୋଇପଡ଼ିଥିଲେ। ଡ. ସାମନ୍ତ ଉଭୟ କ୍ୟାମ୍ପସ୍‌ ଓ ହଷ୍ଟେଲ ବୁଲି ଦେଖିବା ସହ ପିଲାଙ୍କ ପାଠପଢ଼ା, ଖାଦ୍ୟପେୟ ଆଦି ବିଷୟରେ ପଚାରି ବୁଝିଥିଲେ। ଏହି ଅବସରରେ ସେ ଛାତ୍ରୀମାନଙ୍କୁ ଖାଦ୍ୟ ପରଷିଥିଲେ। ଆଲୋଚନା ସମୟରେ ସେମାନଙ୍କୁ ଠିକ୍‌ ସମୟରେ ଖାଦ୍ୟ, ସ୍ବାସ୍ଥ୍ୟ, କ୍ରୀଡ଼ା ଓ ଶିକ୍ଷାଦାନ କରାଯାଉଥିବା ଛାତ୍ରୀମାନେ ପ୍ରକାଶ କରିଥିଲେ। ଛାତ୍ରୀଙ୍କ ଉପଯୁକ୍ତ ଯତ୍ନ ନେବା ପାଇଁ ଉଭୟ କ୍ୟାମ୍ପସ୍‌ରେ କାର୍ଯ୍ୟରତ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ବୁଝାଇଥିଲେ।
ସୂଚନାଯୋଗ୍ୟ, ବଲାଙ୍ଗୀର କ୍ୟାମ୍ପସରେ କେବଳ ବଲାଙ୍ଗୀର ଜିଲାର ଗରିବ ଜନଜାତି ଛାତ୍ରୀ ଓ ଭବାନୀପାଟଣାରେ କେବଳ କଳାହାଣ୍ଡି ଜିଲାର ଗରିବ ଜନଜାତି ଛାତ୍ରୀମାନେ ପଢୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ଉଭୟ କ୍ୟାମ୍ପସ୍‌ରେ ୧୨ଶହ ଛାତ୍ରୀ ପଢୁଛନ୍ତି। ସେଠାରୁ ଦଶମ ପରୀକ୍ଷା ଉତ୍ତୀର୍ଣ୍ଣ ହେବା ପରେ ସେମାନେ କିସ୍‌ ଭୁବନେଶ୍ୱରରେ ଉଚ୍ଚଶିକ୍ଷା ଲାଭ କରିବେ। ଡ. ସାମନ୍ତଙ୍କ ଏହି ପରିଦର୍ଶନ ସମୟରେ ଉଭୟ କ୍ୟାମ୍ପସରେ ସମ୍ପୃକ୍ତ ଜିଲାର ପୁରାତନ କିସ୍‌ ଛାତ୍ରୀଛାତ୍ର ତାଙ୍କୁ ସାକ୍ଷାତ କରିଥିଲେ। ସେମାନେ କିସ୍‌ରୁ ଶିକ୍ଷା ଲାଭ କରି ବିଭିନ୍ନ କ୍ଷେତ୍ରରେ ଉଚ୍ଚ ପଦପଦବୀରେ ଅଧିଷ୍ଠିତ ହୋଇଥିବା ଜାଣି ସାମନ୍ତ ଖୁସିବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?