Posted inଜାତୀୟ

ପାଣିକୁ ନେଇ ଏସିଡ୍‌ ଆଟାକ୍‌: ୨୩ ଆହତ

ଝାନ୍ସୀ, ୨୬।୮: ଉତ୍ତରପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ପାଣି ଭର୍ତ୍ତି କରିବାକୁ ନେଇ ଦୁଇ ପକ୍ଷଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଛି। ପରେ ଗୋଟିଏ ପକ୍ଷ ଅନ୍ୟ ପକ୍ଷଙ୍କ ଉପରକୁ ଛାତ ଉପରେ ଚଢ଼ି ଏସିଡ୍‌ ଆଟାକ୍‌ କରିଛନ୍ତି। ତଳେ ଠିଆ ହୋଇଥିବା ଲୋକଙ୍କ ଉପରକୁ ଛାତ ଉପରୁ ଏସିଡ୍‌ ବୋତଲ ମାଡ଼ କରାଯାଇଛି। ଝାନ୍ସୀର ଉଲଡ଼ାନ୍‌ ଥାନା ଅନ୍ତର୍ଗତ ବାସର ଗାଁରେ ଏଭଳି ଘଟିଛି। ଦେହରେ ଏସିଡ୍‌ ପଡ଼ିବା ଯୋଗୁ ୨୩ ଜଣ ଆହତ ହୋଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଚିିିକିତ୍ସା ଲାଗି ହସ୍ପିଟାଲ ପଠାଇଛି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ୬ ଅଭିଯୁକ୍ତଙ୍କ ମଧ୍ୟରୁ ୪ ଜଣଙ୍କୁ ପୋଲିସ ଗିରଫ କରିଛି। ଅନ୍ୟ ୨ ଜଣ ଫେରାର ହୋଇଯାଇଥିବା ପୋଲିସ କହିିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri