Odisha Elections 2024

ବାପା ପୁଅଙ୍କୁ ଏସିଡ୍‌ ମାଡ଼ 

ପୁରୀ,୧୧।୧୨: ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଗୋମୁଣ୍ଡିଆ ପଞ୍ଚାୟତ ଉଆସପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି।
ଜମିବାଡ଼ି ବିବାଦକୁ ନେଇ  ଏସିଡ୍‌ ମାଡ଼ ହୋଇଛି। ଏଥିରେ ବାପା ପୁଅ ଅଧିକାରୀ ତରେଇ ଓ ରାଜେନ୍ଦ୍ର ତରେଇ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାରେ  ସମ୍ପୃକ୍ତ  ସନ୍ତୋଷ ମହାରଣାଙ୍କୁ ଅଟକ ରଖି ପଚରାଉଚରା କରୁଛି।
ଜମିବାଡ଼ି ବିବାଦ  ନେଇ ସନ୍ତୋଷ ଓ ଅଧିକାରୀଙ୍କ ପରିବାର ମଧ୍ୟରେ ବିବାଦ ଲାଗି ରହିଥିଲା।  ସକାଳେ ଏହି ବିବାଦ ଉଗ୍ର ରୂପ ନେଇଥିଲା।  ସକାଳେ ଅଧିକାରୀ ଓ ରାଜେନ୍ଦ୍ର ବାରିପଟ ଜମିରେ କାମ କରୁଥିଲେ। ଏହି ସମୟରେ ସନ୍ତୋଷ ସେଠାରେ ପହଞ୍ଚି ଏସିଡ ମାଡ଼ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

୮୬୭ ବୁଥ୍‌ରେ ହେବ ୱେବ୍‌କାଷ୍ଟିଂ

କେନ୍ଦ୍ରାପଡ଼ା,୧୭ା୫(ଜଗନ୍ନାଥ ଧଳ): ଜୁନ୍‌ ୧ରେ ସାଧାରଣ ନିର୍ବାଚନର ମତଦାନ ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ମୋଟ୍‌ ୧୪୪୫ ମଧ୍ୟରୁ...

ଦୋକାନ ଭିତରେ ପଶିଗଲା ବରଯାତ୍ରୀଙ୍କୁ ଧରି ଫେରୁଥିବା ଗାଡ଼ି

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ): ସଟର ଭାଙ୍ଗି ଦୋକାନ ଭିତରକୁ ପଶିଗଲା ସ୍କର୍ପିଓ। ଶୁକ୍ରବାର ବିଳମ୍ବିତ ରାତିରେ କଳାହାଣ୍ଡି ଜିଲା ଧର୍ମଗଡଠାରେ ଦ୍ରୁତ ଗତିରେ ବରଯାତ୍ରୀଙ୍କୁ ଧରି...

ହୋଟେଲ ରୁମ୍‌ରେ ପୋଲିସ କନ୍‌ଷ୍ଟେବଲଙ୍କୁ ହତ୍ୟା

ବଲାଙ୍ଗୀର,୧୮।୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର ରେଲୱେ ଷ୍ଟେଶନ୍‌ ନିକଟ ଏକ ହୋଟେଲ ରୁମ୍‌ରୁ ଜଣେ ବ୍ୟକ୍ତିଙ୍କ ହାତମୁହଁ ବନ୍ଧା ମୃତଦେହ ପୋଲିସ ଉଦ୍ଧାର କରରଯାଇଛି।...

‘୬ଷ୍ଠ ଥର ନବୀନ ମୁଖ୍ୟମନ୍ତ୍ରୀ ହେଲେ ଜମିଜମା ସମସ୍ୟାର ସମାଧାନ କରାଯିବ’

ଜଟଣୀ,୧୮ା୫(ରବୀନ୍ଦ୍ରନାଥ ମହାକୁଡ଼): ଓଡ଼ିଶାରେ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେଲେ ଜଟଣୀରେ ରହିଥିବା ଜମିଜମା ସମସ୍ୟାର ସମାଧାନ କରାଯିବ। ସମସ୍ତ ଏସ୍‌ଏଚ୍‌ଜି ମହିଳାଙ୍କୁ...

ପରିବହନକାରୀ ସଂସ୍ଥା କର୍ମଚାରୀଙ୍କଠାରୁ ୨୦ ଲକ୍ଷ ଜବତ

ବଡ଼ବିଲ,୧୮ା୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଶୁକ୍ରବାର କିରିବୁ ଓ ସାଧୁସିଂ ହଟିଂ ଛକରେ ଯାନବାହନ ତନଖି ବେଳେ ୨୦ ଲକ୍ଷ ଟଙ୍କା ଜବତ...

ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ଅସମାପିକା ସାହୁ)/ସମ୍ବଲପୁର, (ପ୍ରମୋଦ ବହିଦାର)/ଅନୁଗୋଳ, (ଅମିତ କୁମାର ସାମଲ) / ଢେଙ୍କାନାଳ (ରତନ ନାୟାର)୧୮।୫: ରାଜ୍ୟର ୨ ଲୋକ ସଭା କ୍ଷେତ୍ରର ୪ ନିର୍ବାଚନମଣ୍ଡଳୀରେ ପ୍ରଚାର...

୨୫ ବର୍ଷ ଶାସନରେ ଓଡ଼ିଶା ୫୦ ବର୍ଷ ଖସିଛି: ଶାହା

ରାଉରକେଲା,୧୮ା୫(ବିପ୍ଲବ ରଞ୍ଜନ ଦାଶ): ଏଥର ସାରା ଓଡ଼ିଶାରେ ମଧ୍ୟ ପଦ୍ମ ଫୁଟିବ। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆସିଲେ ଦେଶରେ ୩୦କୋଟି ଦିଦି ଲକ୍ଷପତି,୩କୋଟି ଗରିବଙ୍କୁ...

ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri