ଫି’ କମାଇଲେ ରଣବୀର କପୁର

ମୁମ୍ବାଇ: ନିକଟରେ ଅଭିନେତା ରଣବୀର କପୁରଙ୍କ ଅଭିନୀତ ଫିଲ୍ମ ‘ଆନମିଲ’ର ଟିଜର ସମସ୍ତଙ୍କ ଧ୍ୟାନ ଆକର୍ଷଣ କରିଛି। ସୋସିଆଲ ମିଡିଆରେ ଏହା ବେଶ୍‌ ଟ୍ରେଣ୍ଡ୍‌ କରୁଛି। ବର୍ତ୍ତମାନ ନିର୍ଦ୍ଦେଶକ ସନ୍ଦୀପ ରେଡ୍ଡୀ ଭାଙ୍ଗା ଏବଂ ପିଙ୍କ୍‌ଭିଲ୍ଲା  ରିପୋର୍ଟ ଅନୁଯାୟୀ, ଫିଲ୍ମର ମୂଲ୍ୟ ଯଥେଷ୍ଟ ବୃଦ୍ଧି ପାଇଛି। ଫିଲ୍ମର ପ୍ରଡକ୍ସନ ଷ୍ଟାଣ୍ଡାର୍ଡରେ ଉନ୍ନତି ଆଣିବା ପାଇଁ ରଣବୀର ଫିଲ୍ମ ‘ଆନମିଲ’ ପାଇଁ ତାଙ୍କର ଫି’ ହ୍ରାସ କରିଥିବା ଜଣାଯାଇଛି।

ରଣବୀରଙ୍କ ଫିଲ୍ମର ବଜାର ମୂଲ୍ୟ ପ୍ରାୟ ୭୦ କୋଟି ଅଟେ। ଭୂଷଣ କୁମାର ଏବଂ ସନ୍ଦୀପ ରେଡ୍ଡୀ ଭାଙ୍ଗାଙ୍କୁ ସମର୍ଥନ କରିବା ପାଇଁ ରଣବୀର ତାଙ୍କ ଅଭିନୟ ଶୁଳ୍କ ୫୦ ପ୍ରତିଶତରୁ ଅଧିକ ହ୍ରାସ କରିଥିବା ଜଣାଯାଇଛି। ରଣବୀର ‘ଆନମିଲ ପାଇଁ ୩୦-୩୫ କୋଟି ଫି’ ନେବେ। ରଣବୀରଙ୍କ ଏହି ମହାନତା ପାଇଁ ତାଙ୍କ ପ୍ରଶଂସକମାନେ ବେଶ୍‌ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମେଟାଲିକ୍ସ ବିରୋଧରେ ବଢ଼ୁଛି ଜନ ଅସନ୍ତୋଷ: ଆନ୍ଦୋଳନ ଚେତାବନୀ

ଝାରସୁଗୁଡ଼ା, ୯ା୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ସଦର ବ୍ଲକ୍‌ ଅନ୍ତର୍ଗତ ମରାକୁଟାଠାରେ ଅବସ୍ଥିତ ଓଡ଼ିଶା ମେଟାଲିକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ କମ୍ପାନୀକୁ ନେଇ ବିବାଦ ଘନେଇବାରେ ଲାଗିଛି। ପୁରୁଣା କର୍ମଚାରୀଙ୍କୁ…

ପୁଷ୍ପା ଷ୍ଟାଇଲରେ ଚାଲାଣ କରୁଥିଲେ ଶାଳକାଠ, ମାଡିବସିଲା ବନ ବିଭାଗ, ତା’ପରେ…

କଲ୍ୟାଣସିଂହପୁର, ୯।୫( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକରେ ବନବିଭାଗର ବଡ଼ ଚଢ଼ାଉ। ଶିରିପୁର ନିକଟରେ ଚଢ଼ାଉ କରି ୮୦ ଖଣ୍ଡ ଶାଳ…

୨ ଦିନ ପରେ ଧାନକିଣା, ଚାଷୀଙ୍କୁ ମିଳିନି ଟୋକନ: ଖୋଲା ଆକାଶତଳେ ପଡ଼ିଛି ଧାନ

ବରଗଡ଼, ୯।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉମାତ୍ର ୨ଦିନ ପରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଆସନ୍ତା ୧୧ତାରିଖରୁ ଜିଲାର ବରଗଡ଼, ଅତାବିରା, ପଦ୍ମପୁର ନିୟନ୍ତ୍ରିତ…

ହାନ୍ତା ଭାଇରସ୍‌ ସଂକ୍ରମିତ କ୍ରୁଜ୍‌ ଜାହାଜରେ ୨ ଭାରତୀୟ

ଲଣ୍ଡନ/ନୂଆଦିଲ୍ଲୀ,୯ା୫: ହାନ୍ତା ଭାଇରସ୍‌ ସଂକ୍ରମିତ ହୋଇଥିବା ଡଚ୍‌ର କ୍ରୁଜ୍‌ ଜାହାଜ ଏମ୍‌ଭି ହୋଣ୍ଡିଅସ୍‌ର କ୍ରିଉ ସଦସ୍ୟଙ୍କ ମଧ୍ୟରେ ଅନୂ୍ୟନ ୨ ଜଣ ଭାରତୀୟ ଥିବା ଜଣାପଡ଼ିଛି। ଜାହାଜରେ…

ବାଲିଅନ୍ତା ହତ୍ୟାକାଣ୍ଡକୁ ୨୪ଘଣ୍ଟା ନ ପୂରୁଣୁ ଆଉ ଏକ ହତ୍ୟା: ସାଙ୍ଗଙ୍କୁ ଲୁହା ରଡ୍‌ରେ ପିଟି ମାରିଦେଲେ…

ଭୁବନେଶ୍ୱର/ ବାଲିପାଟଣା, ୯।୫(ତ୍ରିନାଥ ମହାନ୍ତି/ ଅଭିମନ୍ୟୁ ନାୟକ): ବାଲିଅନ୍ତା ଥାନା ଅଧୀନ ରାମଚନ୍ଦ୍ରପୁର ପୋଲ ନିକଟରେ ଘଟିଥିବା ହତ୍ୟାକାଣ୍ଡକୁ ୨୪ଘଣ୍ଟା ନ ପୂରୁଣୁ ବାଲିପାଟଣା ଥାନା ବେଙ୍ଗବତୀ…

ପିଏମ୍‌ଏଓ୍ବାଇ-ୟୁ ୨.୦ ଗୃହ ନିର୍ମାଣରେ ଓଡ଼ିଶା ଦେଶରେ ଅଗ୍ରଣୀ

ଭୁବନେଶ୍ୱର, ୯ା୫(ବନ୍ଦନା ସେଠୀ): ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ (ପିଏମ୍‌ଏଓ୍ବାଇ-ୟୁ ୨.୦)’ ଅଧୀନରେ ଗୃହ ନିର୍ମାଣ କାର୍ଯ୍ୟ ସମ୍ପାଦନରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ ଭାବେ ଉଭା…

ବୋଦାବଳି ପାଇଁ ରାସ୍ତାରୁ ହଟୁନିି ଗଛ

ପାଟଣା,୯ା୫(ବୀର କିଶୋର ଦାଶ): ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପୂର୍ତ୍ତ ବିଭାଗ ତୁରୁମୁଙ୍ଗା ଚମ୍ପୁଆ କାଞ୍ଜିଆଶୁଳା ମୁଖ୍ୟରାସ୍ତାର ନେଉଳିପଶି ନିକଟରେ ଶୁକ୍ରବାର ସକାଳେ ଏକ ବିରାଟକାୟ ଠାକୁରାଣୀ…

ତୃତୀୟ ଥର ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ବିଜୟ, ସରକାର ଗଠନ ପାଇଁ ଦାବି,କାଲି ହୋଇପାରେ…

ଚେନ୍ନାଇ,୮ା୫: ତାମିଲାଗା ଭେଟ୍ଟ୍ରି କାଝାଗମ୍‌ (ଟିଭିକେ) ମୁଖ୍ୟ ବିଜୟ ବାମଦଳର ସମର୍ଥନ ହାସଲ କରିବା ପରେ ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ଲୋକ ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri