ଆକ୍ସନ ନିଶା

କ୍ରିତି ସାନନ୍‌ ମାଇଣ୍ଡ ମେକ୍‌ଅପ୍‌ କରିଛନ୍ତି। ଯାହାହେଲେ ମଧ୍ୟ ସେ ଫାଇଟ୍‌ ଶିଖିବେ। ପୁଣି ଷ୍ଟଣ୍ଟ ଶଟ୍‌ ଦେବାକୁ ମଧ୍ୟ ଅଭ୍ୟାସ କରିବେ। ହେଲେ ହଠାତ୍‌ ତାଙ୍କ ମନରେ ଏଭଳି ଭାବନା କାହିଁକି ଉଦ୍ରେକ ହେଲା? କଥା କ’ଣ କି ନିକଟରେ ସେ ସାଇନ୍‌ କରିଥିବା ଏକ ନୂଆ ସିନେମାରେ ତାଙ୍କୁ ଆକ୍ସନ ଅବତାରରେ ଦର୍ଶକ ଦେଖିବାକୁ ପାଇବେ। ତେଣୁ ଏନେଇ କ୍ରିତି ଅଭ୍ୟାସ ଆରମ୍ଭ କରିଦେଇଛନ୍ତି। ଜଣେ ନାମୀ ଆକ୍ସନ ଟ୍ରେନରଙ୍କ ନିକଟରୁ ସେ ଫାଇଟ୍‌ ଏବଂ ଷ୍ଟଣ୍ଟ ଶିଖୁଛନ୍ତି। ଏ ନେଇ କ୍ରିତି କହନ୍ତି, ‘ମୋ ମତରେ ଜଣେ ସବୁବେଳେ ଗୋଟିଏ ପ୍ରକାର ଭୂମିକାରେ ବାନ୍ଧି ହୋଇ ରହିବା ଠିକ୍‌ ନୁହେଁ। ଯେତେବେଳେ ମୋତେ ଏପରି ଏକ ଭୂମିକା ମିଳିଲା ସେତେବେଳେ ଏହାକୁ ତୁଲାଇ ପାରିବି ବୋଲି ମୋ ମନରେ ଦୃଢ଼ ଧରଣା ଆସିଥିଲା। ଏବେ ମୁଁ ଜଣେ ନାମୀ ଟ୍ରେନରଙ୍କ ନିକଟରେ ଉଭୟ ଫାଇଟ୍‌ ଏବଂ ଷ୍ଟଣ୍ଟ ପ୍ରାକ୍ଟିସ କରୁଛି। ଏକ ସୀମିତ ସମୟ ଭିତରେ ମୋତେ ଏହାକୁ କମ୍ପ୍ଲିଟ୍‌ କରିବାକୁ ପଡିବ।’ ତେବେ ଏପରି ଭୂମିକାରେ କ୍ରିତିଙ୍କୁ ଦର୍ଶକ କେତେ ଗ୍ରହଣ କରୁଛନ୍ତି ତାହା ଫିଲ୍ମଟି ରିଲିଜ୍‌ ପରେ ହିଁ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri