‘ଦୋକାନ ସାମ୍ନାରେ ୨ ଡଷ୍ଟବିନ୍‌ ନ ରଖିଲେ କାର୍ଯ୍ୟାନୁଷ୍ଠାନ’

ପୁରୀ ଅଫିସ,୨୬ା୧୨: ପୁରୀ ସହରର ବ୍ୟବସାୟୀ ଓ ଦୋକାନୀମାନେ ନିଜ ଦୋକାନ ସମ୍ମୁଖରେ ଦୁଇଟି ଲେଖାଏ ଡଷ୍ଟବିନ୍‌ ରଖିବେ। ଗୋଟିକରେ ଓଦା ଏବଂ ଅନ୍ୟଟିରେ ଶୁଖିଲା ଆବର୍ଜନା ପକାଇବେ। ଆବର୍ଜନା ସଂଗ୍ରହ ପାଇଁ ପୌରସଂସ୍ଥା ପକ୍ଷରୁ ଯାଉଥିବା ଗାଡ଼ିରେ ଆବର୍ଜନା ପକାଇବେ। ଦୋକନକୁ ଆସୁଥିବା ଗ୍ରାହକଙ୍କୁ ମଧ୍ୟ ଏନେଇ ସଚେତନ କରିବେ। ଯାହା ଦ୍ୱାରା ଆବର୍ଜନା ପୃଥକ କରିବା ସହଜ ହେବ। ପୁରୀ ପୌରସଂସ୍ଥା ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ କୁମାର ଦାସ ଭିଡିିଓ ବାର୍ତ୍ତା ଜାରି କରି ଏଭଳି ଅନୁରୋଧ କରିଛନ୍ତି। ଆସନ୍ତା ୨ ତାରିଖରୁ ପୌରସଂସ୍ଥା ପକ୍ଷରୁ ଗଠିତ ଟିମ୍‌ ବିଭିନ୍ନ ଦୋକାନକୁ ଯାଇ ଯାଞ୍ଚ କରିବେ। ଯଦି କୌଣସି ଦୋକାନୀ ୨ଟି ଡଷ୍ଟବିନ୍‌ ରଖି ନ ଥାନ୍ତି ତାହାହେଲେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଉଲ୍ଲେଖଯୋଗ୍ୟ ଯେ, ପୁରୀ ସହରକୁ ସଫାସୁତୁରା ରଖିବା ପାଇଁ ପ୍ରଶାସନ ଉଦ୍ୟମ ଜାରି ରଖିଛି। ଏଥିପାଇଁ ପବିତ୍ର ପୁରୀ, ଗର୍ବ ଆମରି ଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଦିକୁ ଆହୁରି ଲୋକାଭିମୁଖୀ କରିବା ଆବଶ୍ୟକ

ଭୁବନେଶ୍ୱର,୧୫।୩(ବ୍ୟୁରୋ): ଖଦିକୁ ଆହୁରି ଲୋକାଭିମୁଖୀ କରିବାର ଆବଶ୍ୟକତା ରହିଛି। ଏଥିପାଇଁ ଗ୍ରାମ୍ୟ ଶିଳ୍ପଗୁଡ଼ିକରେ ଅଧିକରୁ ଅଧିକ ଯୁବତୀଯୁବକଙ୍କୁ ସାମିଲ କରିପାରିଲେ ସେମାନେ ସ୍ବାବଲମ୍ବୀ ହେବା ସହ...

ବାତ୍ୟା ପାଇଁ ତୁରନ୍ତ ଆର୍ଥିକ ସହାୟତା ମାଗିଲେ ନାହିଁ ରାଜ୍ୟ ସରକାର; ଏବେ ଟୁଇଟ୍‌ କରି କାରଣ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍‌’ଜନିତ କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ତୁରନ୍ତ...

ପୁରୀ ବେଳାଭୂମିରେ ସୁଦର୍ଶନଙ୍କ ୧୨୫ ବାଲୁକା ରଥ

ପୁରୀ ଅଫିସ,୧।୭: ବାଲୁକାକଳାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଝଲକ। ପ୍ରସିଦ୍ଧ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଗୁରୁବାର ପୁରୀ ସମୁଦ୍ରକୂଳରେ ୧୨୫ଟି ବାଲି ରଥ...

୭୫ତମ ସ୍ବାଧୀନତା ଦିବସ ପୂର୍ତ୍ତି ପାଳନ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର, ୯।୩(ବ୍ୟୁରୋ): ସମୟ ସହ ତାଳ ଦେଇ ଯୁବଗୋଷ୍ଠୀ ସ୍ବାଧୀନତା ପାଇଁ ବଳିଦାନ ଦେଇଥିବା ପୂର୍ବପୁରୁଷଙ୍କ ବିଷୟରେ ଜାଣିବା ଆବଶ୍ୟକ। ଏହିସବୁ ଘଟଣାବଳୀକୁ ବହୁଳ ଭାବେ...

ଢେଙ୍କାନାଳରେ ଆମେରିକା ପ୍ରତିନିଧି ଦଳ

ଢେଙ୍କାନାଳ ଅଫିସ, ୧୬।୬ – ଆମେରିକାର ବିଲ୍‌ ଆଣ୍ଡ୍‌ ମିଲିଣ୍ଡା ଗେଟ୍ସ ଫାଉଣ୍ଡେଶନ (ବିଏମ୍‌ଜିଏଫ୍‌)ର ଏକ ପ୍ରତିନିଧି ଦଳ ବୁଧବାର ଢେଙ୍କାନାଳ ଜିଲା ପରିଦର୍ଶନରେ ଆସିଛନ୍ତି।...

ପୁଣି ଡ୍ୟାନ୍ସ ବାର୍‌ରୁ ୫ ଯୁବତୀ ଉଦ୍ଧାର

କଟକ ରୋଡ୍‌,୨୫।୮(ଡି.ଏନ.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳର ଏକ ଡ୍ୟାନ୍ସ ବାର୍‌ରୁ ୫ ଯୁବତୀଙ୍କୁ ଶନିବାର ରାତିରେ ପୋଲିସ ଉଦ୍ଧାର କରିଛି। ସେମାନେ ସମସ୍ତେ ଓଡ଼ିଶାର ହୋଇଥିବାବେଳେ...

ଚଳନ୍ତା କାର୍‌ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୋର୍ଦ୍ଧା ଅଫିସ, ୭।୧୧: ଚଳନ୍ତା କାରରେ ବଳାତ୍କାର କରି ଜଣେ ଯୁବତୀଙ୍କୁ ରାସ୍ତା କଡ଼ରେ ଫିଙ୍ଗି ଦେଇ ଚାଲିଗଲେ ଦୁର୍ବୃତ୍ତ। ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ...

ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌: ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ଭଦ୍ରକ ଅଫିସ,୨୩।୩ : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ପଳଦାବାଙ୍କ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଜଗାକାଳିଆ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍‌ଟି...

Advertisement
Archives

Model This Week