ନିର୍ଦ୍ଧାରିତ ସମୟରୁ ଅଧିକ ସମୟ ବାଣ ଫୁଟାଇଲେ ହେବ କାର୍ଯ୍ୟାନୁଷ୍ଠାନ

ଗଞ୍ଜାମ,୧୯ା୧୦(ବିଦ୍ୟାଧର ସାହୁ): ଆଲୋକର ପର୍ବ ଦୀପାବଳି ସରକାରୀ ନିୟମ ଅନୁସାରେ ପାଳନ କରିବାକୁ ଗଞ୍ଜାମ ଥାନା ଆଇଆଇସି ସୁମିତ୍ରା ପାତ୍ର ପରାମର୍ଶ ଦେଇଛନ୍ତି। ସହର ଶେଷରେ ବିକ୍ରି ବାଣ ଦୋକାନୀମାନଙ୍କୁ କଡା ତାଗିଦ କରିବା ସହ ଯେପରି ନିୟମ ଅନୁସାରେ ସୁରକ୍ଷାରେ ସବୁଜ ବାଣ ବିକ୍ରି କରିବାକୁ ପରାମର୍ଶ ଦେଇଛନ୍ତି ।

ବାଣ ଦୋକାନ ନିକଟରେ ବାଲି ଓ ଅଗ୍ନି ନିର୍ବାପକ ଯନ୍ତ୍ର ମହଜୁଦ ରଖିବାକୁ ଦୋକାନୀଙ୍କୁ ଆଇଆଇସି ନିର୍ଦ୍ଦେଶ ଦେଇଛନ୍ତି। ବାଣ ଫୁଟାଇଲା ବେଳେ ସତର୍କତା ଅବଲମ୍ବନ କରିବାକୁ ଗଞ୍ଜାମ ଥାନା ପୋଲିସ ପକ୍ଷରୁ ଆହ୍ବାନ ଦିଆଯାଇଛି। ନିର୍ଦ୍ଧାରିତ ସମୟରୁ ଅଧିକ ସମୟ ପର୍ଯ୍ୟନ୍ତ ବାଣ ଫୁଟାଇଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri