Posted inଜାତୀୟ

ମଦୁଆ ପୋଲିସ କର୍ମରୀଙ୍କୁ ମହଙ୍ଗା ପଡ଼ିଲା ଆସାମ ସରକାରଙ୍କ ନୂଆ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଆସାମ ପୋଲିସ ବିଭାଗରେ ମଦୁଆ କର୍ମଚାରୀଙ୍କ ପାଇଁ ସରକାରଙ୍କ ନୂଆ ନିର୍ଦ୍ଦେଶ ମହଙ୍ଗା ପଡ଼ିଛି । ଆସାମ ସରକାର ମଦ ପିଇବା ଅଭ୍ୟାସ ଥିବା ୩୦୦ ପୋଲିସ କର୍ମଚାରୀଙ୍କୁ ଭିଆରଏସ୍‌ ଦେବେ । ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଏହି ସୂଚନା ଦେଇଛନ୍ତି । ଏହି କର୍ମଚାରୀଙ୍କ ସ୍ଥାନରେ ନୂଆ ନିଯୁକ୍ତି ଦିଆଯିବ । ଏଥିପାଇଁ ପ୍ରକ୍ରିୟା ପୂର୍ବରୁ ଆରମ୍ଭ ହୋଇଛି ।
ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଗୁରୁବାର ବରିଷ୍ଠ ଅଧିକାରୀ ଏବଂ ଏସ୍‌ପିଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଥିଲେ । ଏଥିରେ ସେ ପୋଲିସ ବିଭାଗରେ ସମସ୍ତଙ୍କୁ ଶାରୀରିକ ରୂପେ ଫିଟ ରହିବା ପାଇଁ ଜୋର ଦେବା ସହ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଆବଶ୍ୟକ ନଥିବା କର୍ମଚାରୀଙ୍କୁ ବାହାର କରିବାକୁ ନିର୍ଦ୍ଦେଶ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri