ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାରେ କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ସ୍କୁଲର ଶିକ୍ଷକଙ୍କୁ ପୋଲିସ ଅଟକ ରଖି…

ପଦ୍ମପୁର,୧୧।୩ (ପ୍ରଦୀପ୍ତ ଦାଶ ): ବରଗଡ଼ ଜିଲା ପଦ୍ମପୁରରେ ପ୍ରଶ୍ନ ପତ୍ର ଲିକ୍‌ ମାମଲାରେ ମଙ୍ଗଳବାର ରାତିରେ ବିଭିନ୍ସ୍କୁଲର ଶିକ୍ଷକମାନଙ୍କୁ ପୋଲିସ ଅଟକ ରଖିଛି। ସେଥିମଧ୍ୟରୁ ବିଳମ୍ବିତ ରାତିରେ ୬ ଜଣ ଶିକ୍ଷକଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ି ଦେଇଥିବାବେଳେ ନୂଆପଡା ଜିଲା ଅଧୀନରେ ଶିକ୍ଷକ ଚାକିରି କରୁଥିବା ଜଣେ ଓ ଗାଇସିଲେଟ ଅଞ୍ଚଳର ଜଣେ ଶିକ୍ଷକଙ୍କୁ ଅଟକ ରଖି ପଚରାଉଚରା ଚାଲିଛି । ଦରକାର ପଡିଲେ ଆହୁରି ଶିକ୍ଷକଙ୍କୁ ଡାକି ତଦନ୍ତ କରାଯିବ ବୋଲି ପଦ୍ମପୁର ଆଇଆଇସି କ୍ରିସେନସିଆ ସାମାରିଆ କହିଛନ୍ତି ।ତେବେ ଏହି ପ୍ରଶ୍ନ ପତ୍ର ଲିକ୍‌ର ଘଟଣା ନବରଙ୍ଗପୁର ଯାଏ ଲମ୍ବିଥିବା ପୋଲିସ କହୁଥିବା ବେଳେ ଏ ସଂପର୍କରେ ପଦ୍ମପୁର ବ୍ଳକ ଶିକ୍ଷା ଅଧିକାରୀଙ୍କୁ ମଧ୍ୟ ଡାକି ଜେରା କରାଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୬ ମ୍ୟାଚ୍‌ ହାରିବା ସତ୍ତ୍ୱେ ପ୍ଲେଅଫ୍‌ରେ ହୋଇପାରେ ମୁମ୍ବାଇର ଏଣ୍ଟ୍ରି, ଜାଣନ୍ତୁ ସମୀକରଣ…

ନୂଆଦିଲ୍ଲୀ,୩୦।୪: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୨୪୩ ରନ କରିବା ପରେ ବି ୬ ଉଇକେଟରେ ପରାଜିତ ହେଲା ମୁମ୍ବାଇ ଇଣ୍ଡିଆନ୍ସ। ଚଳିତ ସିଜନରେ ୮ଟି ମ୍ୟାଚରୁ ମୁମ୍ବାଇର…

ଦୁଇ ଗାଁରେ ପଶି କରିଥିଲେ ଚୋରି: ଧରାପଡ଼ି ଜେଲ ଗଲେ ୨ ଅଭିଯୁକ୍ତ

ଦେବଗଡ଼,୩୦ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଗରିଆପାଲି ଓ ଦେଓଝରଣ ଗ୍ରାମରୁ ହୋଇଥିବା ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ପୋଲିସ ଗୁରୁବାର…

କେନ୍ଦୁଝର ଜିଲାପାଳଙ୍କ ନାମରେ ଅଦାଲତ ଅବମାନନା ମାମଲା, ଅତିରିକ୍ତ ଏକ ମାସ ସମୟ ପ୍ରଦାନ କଲେ HC

କେନ୍ଦୁଝର/ହାଟଡିହୀ/ଛେନାପଦୀ,୩୦।୧(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାପାଳ ତଥା କେନ୍ଦୁଝର ଡିଏମ୍‌ଏଫ୍‌ ଅଧ୍ୟକ୍ଷ ବିଶାଲ ସିଂଙ୍କ ନାମରେ ୨୬ ମାର୍ଚ୍ଚ ୨୦୨୬ ରେ ଓଡିଶା ହାଇକୋର୍ଟଙ୍କ…

ପଶ୍ଚିମବଙ୍ଗରେ ହେବ ପୁଣିଥରେ ନିର୍ବାଚନ? EVM ଖରାପ ହେବାର ଆସିଲାଣି ୭୭ ଅଭିଯୋଗ, ତଦନ୍ତ ଆରମ୍ଭ କଲେ ଇସି

କୋଲକାତା,୩୦।୪: ବଙ୍ଗଳାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ଡାଇମଣ୍ଡ ହାର୍ବର ସମେତ ଅନେକ ମତଦାନ କେନ୍ଦ୍ରରେ ଇଭିଏମର ସୁରକ୍ଷା ଏବଂ ସ୍ବଚ୍ଛତା ଉପରେ ଉଠିଥିବା ପ୍ରଶ୍ନ ମଧ୍ୟରେ…

ବଡ଼ ସୂଚନା, ଏହିଦିନ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ବର,୩୦।୪:  ଆସନ୍ତା ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ବିଏସଇ ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ…

Exit Pollକୁ ନେଇ ମୁହଁ ଖୋଲିଲେ ମମତା, କହିଲେ…

କୋଲକାତା,୩୦।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଏକଜିଟ ପୋଲ ପୂର୍ବାନୁମାନକୁ ଖାରଜ କରି କହିଛନ୍ତି ଯେ ତୃଣମୂଳ କଂଗ୍ରେସ ‘ମା, ମାଟି, ମାନୁଷ’ ସରକାର ଗଠନ…

ଟାଇକୋଣ୍ଡୋରେ ଗୋଲ୍ଡ ସହ ମିଳିଲା ୩ ପଦକ

ଭଞ୍ଜନଗର,୩୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ଟାଇକୋଣ୍ଡୋରେ ଗୋଲ୍ଡ ସହ ୩ ପଦକ ପାଇଛନ୍ତି। ଏଥିସହ ଜଣେ ଛାତ୍ରୀ ଜାତୀୟ ପ୍ରତିଯୋଗିତା ପାଇଁ…

ଘର ଲିପା ମାଟି ସଂଗ୍ରହ ପାଇ ଯାଇଥିଲେ ମହିଳା: ଅତଡ଼ା ଖସି ଚାଲିଗଲା ଜୀବନ, ଭାଉଜ, ଝିଆରୀ ଆହତ

ନନ୍ଦପୁର,୩୦।୪(ତୁଷାର କାନ୍ତ ମହାନ୍ତି): ବାପ ଘର ବୁଲି ଆସି ଫେରିବା ବାଟରେ ଗଙ୍ଗାନାଳ କଡ଼ରୁ ଘର ଲିପା ପାଇଁ ମାଟି ସଂଗ୍ରହ କରୁଥିବା ବେଳେ ମାଟି ଅତଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri