ନୂଆଦିଲ୍ଲୀ,୩୦।୮: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସୁପରଟେକ୍ କମ୍ପାନୀର ବେଆଇନ ନିର୍ମିତ ଟୁଇନ୍ ଟାଓ୍ବାର ରବିବାର ମାଟିରେ ମିଶିବା ପରେ ଏବେ ନୋଏଡ଼ା କର୍ତ୍ତୃପକ୍ଷ ଉକ୍ତ ଅଞ୍ଚଳରେ ବେଆଇନ ଭାବେ ଗଢ଼ିଉଠିଥିବା ଶତାଧିକ ବିଲ୍ଡିଂ ଉପରେ ନଜର ପକାଇଛନ୍ତି। ସେଥିରୁ ଅଧିକାଂଶ ବିଲ୍ଡିଂକୁ ୨୦୦୯ରୁ ୨୦୧୪ ମଧ୍ୟରେ ଅନୁମୋଦନ ମିଳିଥିଲା। ଉକ୍ତ ବେଆଇନ ବିଲ୍ଡିଂଗୁଡ଼ିକୁ ଟୁଇନ୍ ଟାଓ୍ବାର ଦଶା ଭୋଗିବାକୁ ପଡ଼ିପାରେ ବୋଲି କୁହାଯାଉଛି। କେବଳ ନୋଏଡ଼ା ନୁହଁ, ମୁମ୍ବାଇ ଓ ଅନ୍ୟ ସହରରେ ରହିଥିବା ବେଆଇନ ବିଲ୍ଡିଂଗୁଡ଼ିକର ଅଡିଟ୍ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ଦାବି ହେଉଛି। ଫ୍ଲାଟ୍ ମାଲିକମାନଙ୍କ ସ୍ବାର୍ଥର ସୁରକ୍ଷା ଲାଗି ମୁମ୍ବାଇରେ ରହିଥିବା ଉଚ୍ଚ ଅଟ୍ଟାଳିକାଗୁଡ଼ିକର ସ୍ବତନ୍ତ୍ର ଅଡିଟ୍ କରାଯିବାଭୁ ଭାଜପା ନେତା କିରୀଟ ସେମୈୟା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନିକଟରେ ଦାବି କରିଛନ୍ତି।
୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…
ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…
ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ
ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…
ଅପେକ୍ଷାର ଅନ୍ତ! ରୟାଲ ଏନ୍ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍, ଜବରଦସ୍ତ ଫିଚର ସହ ମୂଲ୍ୟ…
ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…
ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!
ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…
ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍
କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…
କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…
ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…
‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ
ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…
ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ
ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…
Archives

