Posted inଜାତୀୟ

ସିଦ୍ଧୁଙ୍କୁ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୪।୫:ଖୁବ ଶୀଘ୍ର ପଞ୍ଜାବ କଂଗ୍ରେସର ପୂର୍ବତନ ସଭାପତି ନବଜୋତ ସିଂ ସିଦ୍ଧୁଙ୍କ ବିରୋଧରେ କଂଗ୍ରେସ ଦଳ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଚର୍ଚ୍ଚା ହେଉଛି। ଗୋଟିଏ ଦିନ ପୂର୍ବରୁ ଦଳ ବିରୋଧୀ କାର୍ଯ୍ୟକଳାପ ଅଭିଯୋଗ କରି କଂଗ୍ରେସର ପଞ୍ଜାବର ଦାୟିତ୍ୱରେ ଥିବା ହରିଶ ଚୌଧୁରୀ ସିଦ୍ଧୁଙ୍କୁ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ରୀୟ ନେତୃତ୍ୱଠାରେ ପତ୍ର ଲେଖିଥିଲେ।
ଏହା ପରେ କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ ଏହି ଅଭିଯୋଗ ପତ୍ରକୁ ଅନୁଶାସନ କମିଟି ନିକଟକୁ ପଠାଇଛନ୍ତି ଏବଂ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଅନୁଶାସନ କମିଟି ସିଦ୍ଧୁଙ୍କୁ ନେଇ ନିଷ୍ପତ୍ତି ନେବାକୁ ମେ ୬ରେ ଏକ ବୈଠକ ଡାକିଛି।
ସୂଚନାଯୋଗ୍ୟ ଯେ ପଞ୍ଜାବ ନିର୍ବାଚନ ସମୟରେ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପରେ ଚରଣଜିତ ସିଂ ଚନ୍ନିଙ୍କୁ ମୁଖ୍ୟମନ୍ତ୍ରୀ କରିବା ନିଷ୍ପତ୍ତିରେ ବିରକ୍ତ ହୋଇ ନବଜୋତ ସିଂ ସିଦ୍ଧୁ ପ୍ରଥମେ ସଭାପତି ପଦରୁ ଇସ୍ତଫା ଦେଇଥିଲେ। କ୍ରମାଗତ ଭାବରେ ନିଜ ପାର୍ଟିକୁ ଟାର୍ଗେଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇସିୟୁ ସର୍ବନିମ୍ନ ମାନ ରକ୍ଷା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ା୪: ସ୍ବାସ୍ଥ୍ୟସେବାକୁ ନେଇ ଇଣ୍ଟେନସିଭ୍‌ କେୟାର ୟୁନିଟ୍‌(ଆଇସିୟୁ)ର ସର୍ବନିମ୍ନ ମାନ ରକ୍ଷା ଲାଗି ସୁପ୍ରିମକୋର୍ଟ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ସ୍ତରରେ ସ୍ବାସ୍ଥ୍ୟସେବା…

ଚାଇନାରେ ଚାଞ୍ଚଲ୍ୟ, ନୃତ୍ୟ କାର୍ଯ୍ୟକ୍ରମରେ ଛାତ୍ରୀଙ୍କୁ କୁଣ୍ଢାଇ ପକାଇଲା ହ୍ୟୁମାନଏଡ୍‌ ରୋବୋ

ବେଜିଂ, ୨୭।୪(ପି.ଟି.): ଚାଇନାର ଶାନସି ପ୍ରଦେଶର ଏକ ବିଶ୍ୱବିଦ୍ୟାଳୟରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ହ୍ୟୁମାନଏଡ୍‌ ରୋବୋ (ଯନ୍ତ୍ରମଣିଷ) ନାଚୁଥିବା…

ସକାଳୁ ସକାଳୁ ଶକ୍ତିଶାଳୀ ଭୂମିକମ୍ପ ଝଟକା, ଭୟରେ ଲୋକେ ଘରୁ…

ଟୋକିଓ,୨୭।୪: ସକାଳୁ ସକାଳୁ ଜାପାନରେ ବଡ଼ ଧରଣର ଭୂକମ୍ପ ହୋଇଛି । ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସ ରିପୋର୍ଟ କରିଛି ଯେ ସୋମବାର ଜାପାନର ହୋକାଇଡୋରେ ୬.୧…

ଦଳ ଛାଡିଥିବା ଏମ୍‌ପିଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ଆପ୍‌ର ବଡ଼ ଉଦ୍ୟମ

ନୂଆଦିଲ୍ଲୀ,୨୬ା୪: ବରିଷ୍ଠ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତା ରାଜ୍ୟ ସଭା ସଦସ୍ୟ ରାଘବ ଚଢ଼ାଙ୍କ ସମେତ ୭ ଜଣ ଏମ୍‌ପି ଦଳ ଛାଡ଼ି ଭାଜପାରେ ଯୋଗ…

ଚେନ୍ନାଇକୁ ହରାଇଲା ଗୁଜରାଟ

ଚେନ୍ନାଇ,୨୬ା୪: ସାଇ ସୁଦର୍ଶନଙ୍କ ଅର୍ଦ୍ଧଶତକ ବଳରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ (ଜିଟି) ୮ ଉଇକେଟରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)କୁ ପରାସ୍ତ କରିଛି।…

ଭଞ୍ଜନଗର ଠାକୁରାଣୀ ଯାତ୍ରା ଆରମ୍ଭ, ସହର ଉତ୍ସବମୁଖର

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ରବିବାର ଆରମ୍ଭ ହୋଇଯାଇଛି। ଯାତ୍ରାକୁ ଦେଖିବା ପାଇଁ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା। ଆତସବାଜି ଏବଂ…

ଜନଗଣନା କର୍ମଚାରୀଙ୍କୁ ମାଡ଼: ଧରାପଡ଼ିଲେ ୨ ଅଭିଯୁକ୍ତ

ପଟ୍ଟାଙ୍ଗି,୨୬ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଓଡ଼ିଶା ପକ୍ଷରୁ ଜନଗଣନା କରୁଥିବା କର୍ମଚାରୀଙ୍କ ମାଡ଼ ମାରିବା ଅଭିଯୋଗରେ ସେମ୍ୱି ଗ୍ରାମର…

ଦେଢ଼ କି.ମି. ରାସ୍ତାରେ ୧୦ ହମ୍ପ୍ସ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ଛତିଶଗଡ଼ ରାଜ୍ୟ ରାୟପୁରଠାରୁ ନୂଆପଡ଼ା ଜିଲା ଦେଇ ଗୋପାଳପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥରେ ଅତ୍ୟଧିକ ହମ୍ପ୍ସ (ସ୍ପିଡ୍‌ ବ୍ରେକର) ଯୋଗୁ ଯାତାୟାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri