Posted inଜାତୀୟ

ଆଇନ ଶୃଙ୍ଖଳାରେ ବାଧା ସୃଷ୍ଟି କଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୩।୪: ‘ଓ୍ବାରିସ ପଞ୍ଜାବ ଦେ’ର ମୁଖ୍ୟ ଅମୃତପାଲ ସିଂ ଗିରଫ ହେବା ପରଠାରୁ ଏବେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଇତିମଧ୍ୟରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ରବିବାର କହିଛନ୍ତି କି ଯେଉଁମାନେ ଦେଶର ଶାନ୍ତି ଓ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଭଙ୍ଗ କରିବାକୁ ଚେଷ୍ଟା କରିବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ଖଲିସ୍ତାନ ସମର୍ଥକ ଅମୃତପାଲଙ୍କୁ ରବିବାର ପୋଲିସ ଗିରଫ କରିଛି। ଦିର୍ଘ ୩୫ ଦିନର ପରିଶ୍ରମ ପରେ ପୋଲିସ ତାଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି।
ଏକ ପ୍ରେସ କନଫରେନ୍ସରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ମାନ କହିଛନ୍ତି, ଆଜିକୁ ୩୫ ଦିନ। ଆଉ ୩୫ ଦିନ ପରେ ଗିରଫ ହେଲେ ଅମୃତପାଲ ସିଂ। ଏବେ ଯଦି କେହି ଦେଶର ଶାନ୍ତି ଓ ଆଇନ ଶଙ୍ଖଳା ପରିସ୍ଥିତିକୁ ଖରାପ କରିବାକୁ ଚେଷ୍ଟା କରନ୍ତି ତେବେ ସେମାନଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆମେ କୌଣସି ସାଧାରଣ ନାଗରିକଙ୍କୁ ବିବ୍ରତ କରାଇବୁ ନାହିଁ। ଏହାସହ ମାନ ପଞ୍ଜାବରେ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିଥିବାରୁ ରାଜ୍ୟବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri