ସାଇଫର ବିବାଦ: ପୁଣି ଅଡୁଆରେ ଇମ୍ରାନ

ଇସଲାମବାଦ,୨୦।୭: ସାଇଫର ବିବାଦକୁ ନେଇ ପୁଣି ବିବାଦରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ଏ ପ୍ରସଙ୍ଗକୁ ନେଇ ଅଡୁଆରେ ଫଶିଛନ୍ତି ଇମ୍ରାନ। ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପାକିସ୍ତାନ ଗୃହ ମନ୍ତ୍ରୀ ରାଣା ସନାଉଲ୍ଲା ଏନେଇ ସୂଚାଇ ଦେଇଛନ୍ତି।

ଏନେଇ ପିଟିଆଇ ମୁଖ୍ୟ ଇମ୍ରାନ ଖାନ କହିଛନ୍ତି ଯେ, ଗୁରୁବାର ସେ ସାଇଫର ବିବାଦରେ ଥିବା ଅଣସଂରକ୍ଷିତ ଦସ୍ତାବିଜକୁ ପ୍ରକାଶ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri