Posted inଜାତୀୟ

ଥମୁନି ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୮।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ଶହେ ଉପରେ ରହିଛି। ଏହା ୧୬୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୮୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ବଢ଼ି ୨ ହଜାର ରହିଛି। ଏହା ୨ ହଜାର ୨୫୭ରେରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୨୨୯ ଥିଲା। ସେହିପରି ୨୪ ଘଣ୍ଟାରେ ୧୪୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୦୪ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୭୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୬ ହଜାର ୩୭୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୩ ହଜାର ୩୪୩ ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri