ସକ୍ରିୟ ମାମଲା ୦.୦୧ ପ୍ରତିଶତ…

ନୂଆଦିଲ୍ଲୀ, ୧୩।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ଶହ ତଳେ ରହିଛି। ଏହା ୧୧୪ ରହିଛି। ଗୋଟିଏ ଦିନ ତଳେ ଏହା ୧୫୯ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୩ ହଜାର ୮୪୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୯୦୬ ଥିଲା। ସେହିପରି ୨୪ ଘଣ୍ଟାରେ ୧୭୫ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୬୬ ଥିଲା। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୫୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୫ ହଜାର ୯୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୦ ହଜାର ୫୯୨ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?