ସକ୍ରିୟ ମାମଲା ଲକ୍ଷେ ତଳେ…

ନୂଆଦିଲ୍ଲୀ,୪।୧୨: ଓମିକ୍ରନ୍‌ ଆତଙ୍କ ସହିତ ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୬୦୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୧୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୮ ହଜାର ୧୯୦ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୫ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୯୯ ହଜାର ୯୭୪ ରହିଛି।  ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୯ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୦ ହଜାର ୫୩୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୬ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୨୬ କୋଟି ୫୩ ଲକ୍ଷ ୪୪ ହଜାର ୯୭୫ ଜଣଙ୍କୁ ଟିକାଦାନ ସରିଛି।

ଗତ ୨୪ ଘଣ୍ଟାରେ ୭୩ ଲକ୍ଷ ୬୩ ହଜାର ୭୦୬ ଜଣଙ୍କୁ ଟିକାଦାନ କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୦ ଲକ୍ଷ ୫୩ ହଜାର ୮୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

କଂଗ୍ରେସର ‘ବନ୍ଦେ ମାତରମ’ ଭିଡିଓକୁ ନେଇ ବର୍ଷିଲେ କଙ୍ଗନା, ପାକିସ୍ତାନ ସହ ତୁଳନା କରି କହିଲେ…

ନୂଆଦିଲ୍ଲୀ, ୧୮।୮: ହିମାଚଳ ପ୍ରଦେଶର ମଣ୍ଡିରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରଣାୱତ କଂଗ୍ରେସ ନେତୃତ୍ୱ ଉପରେ ବଡ଼ ବୟାନ ଦେଇଛନ୍ତି। ଅଗଷ୍ଟ ୧୫…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଫସଲ ନଷ୍ଟ ହୋଇଥିଲେ ମିଳିବ ଏତେ…

ଭୁବନେଶ୍ୱର , ୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ହଜାରେ କୋଟି…

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଜେପି ନଡ୍ଡାଙ୍କର ହେଲା ଆଞ୍ଜିୟପ୍ଲାଷ୍ଟି; ଜାଣନ୍ତୁ ଏବେ କେମିତି ଅଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୮: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଅଗଷ୍ଟ ୧୭ ରେ ଆଞ୍ଜିଆପ୍ଲାଷ୍ଟି ହୋଇଥିଲା। ଏମ୍ସ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏକ ଅପଡେଟ ପ୍ରଦାନ କରିଛି, ଯେଉଁଥିରେ କୁହାଯାଇଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri