ସକ୍ରିୟ ମାମଲା ୨୭ ହଜାର ତଳେ…

ନୂଆଦିଲ୍ଲୀ, ୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୩ ହଜାର ତଳେ ରହିଛି। ଏହା ୨,୦୫୬ ରହିଛି। ଗୋଟିଏ ଦିନ ତଳେ ଏହା ୨,୩୮୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୦ ତଳେ ରହିଛି। ଏହା ୬ ରହିଛି। ଗୋଟିଏ ଦିନ ତଳେ ଏହା ୫ ଥିଲା। ୦ଏହି ସମୟରେ ସକ୍ରିୟ ମାମଲା ୨୬ ହଜାର ୮୩୪ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୨୬ ହଜାର ୬୨୫ ଥିଲା। ସେହିପରି ୨୪ ଘଣ୍ଟାରେ ୧ ହଜାର ୮୪୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨ ହଜାର ୩୭୩ ଥିଲା।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୯୦୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୩୦ ହଜାର ୮୮୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୭୫ ହଜାର ୧୪୯ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋଦିଙ୍କୁ ଫୋନ କର, ସେ ଉଠି ସାରିଥିବେ’,ଟ୍ରମ୍ପଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସକାଳ ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ । ଏହା ଶୁଣି ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଧୀରଜ ସେଠ ଆଗାମୀ ସ୍ଥଳସେନା ମୁଖ୍ୟ: ଉପେନ୍ଦ୍ରଙ୍କ ନେବେ ସ୍ଥାନ

ନୂଆଦିଲ୍ଲୀ,୩୦।୬: କଶ୍ମୀରରେ ଆତଙ୍କବାଦୀଙ୍କ ହୃଦୟରେ ଆତଙ୍କ ସୃଷ୍ଟି କରିଥିବା ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠ ଆଗାମୀ ସ୍ଥଳସେନା ମୁଖ୍ୟ ଭୂମିକା ଗ୍ରହଣ କରିବାକୁ ଯାଉଛନ୍ତି। ସେ ଜେନେରାଲ…

କମ ହେବ ପେଟ୍ରୋଲ-ଡିଜେଲ ଦାମ? ଦୋହା ବୈଠକ ପୂର୍ବରୁ ଅଶୋଧିତ ତୈଳ ଦର ହ୍ରାସ ପାଇବ, ଜାଣନ୍ତୁ ନୂଆ ଦାମ୍‌

ନୂଆଦିଲ୍ଲୀ,୩୦।୬: ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟକୁ ନେଇ ଗ୍ରାହକମାନଙ୍କ ପାଇଁ କିଛି ଆଶ୍ୱସ୍ତିକର ଖବର ଆସିପାରେ। ମଙ୍ଗଳବାର ତେଲ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି, ଏବଂ ମାସ…

ଡ୍ୟାମରେ ବୁଡ଼ି ଚାଲିଗଲା ମହିଳାଙ୍କ ଜୀବନ, ବେସାହାରା ଛୁଆଙ୍କୁ ସରକାରୀ ସହାୟତା ଦାବି

ମୋହନା,୩୦।୬(ମନ୍ମଥ ମିଶ୍ର): ଡ୍ୟାମରେ ଗାଧୋଇବା ବେଳେ ପାଣିରେ ବୁଡ଼ି ମହିଳାଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ…

ବିନା ଭୁଲ୍‌ରେ ଛାତ୍ରଙ୍କୁ ଜୋରଦାର ଚାପୁଡା ମାରିଲେ ଶିକ୍ଷକ: ଆଉ ତା’ପରେ ଘଟିଲା…

ଅହମ୍ମଦାବାଦ,୩୦।୬:ଗୁଜରାଟର ଅହମ୍ମଦାବାଦରୁ ଶିକ୍ଷକ-ଛାତ୍ର ସମ୍ପର୍କକୁ କଳଙ୍କିତ କରୁଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ନିକୋଲ ଅଞ୍ଚଳର ଏକ ସ୍କୁଲରେ ଜଣେ ଶିକ୍ଷକ ବିନା ଭୁଲ୍‌ରେ ଜଣେ…

ସ୍ନାନଯାତ୍ରା ପରେ ଜ୍ୱରରେ ପୀଡି଼ତ ମହାପ୍ରଭୁ; ଅଲାନାଥରେ ଚାଲିଛି ଦର୍ଶନ, ଜମୁଛି ଭକ୍ତଙ୍କ ଭିଡ଼

ପୁରୀ,୩୦।୬: ଆଜିଠୁ ବ୍ରହ୍ମଗିରି ପାଲଟିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ।ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରିବା ପରେ ଜ୍ବରରେ ପୀଡ଼ିତ ଅଛନ୍ତି କାଳିଆ ଠାକୁର ।…

ଜାତୀୟ ରାଜପଥରୁ ମିଳିଲା ଅଚିହ୍ନା ମୃତଶରୀର: ବଢୁଛି ସନ୍ଦେହ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବରଗଡ-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ ଅମାଠ ଛକଠାରେ ରାସ୍ତା ଉପରେ ଏକ ଅଚିହ୍ନା ମୃତଶରୀର ମଙ୍ଗଳବାର ପଡ଼ିଥିବାର…

Women’s T20 World Cup 2026 Prize Money: ବିଜୟୀ ଟିମ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା, ଉପ ବିଜେତାବି ହେବେ ମାଲାମାଲ

ନୂଆଦିଲ୍ଲୀ,୩୦।୬: ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ବହୁ ପୂର୍ବରୁ ICC ମହିଳା T20 ବିଶ୍ୱକପ 2026 ପାଇଁ ପୁରସ୍କାର ରାଶି ଘୋଷଣା କରିଥିଲା। ଏହି ସଂସ୍କରଣ ପାଇଁ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri