Posted inଜାତୀୟ

ସକ୍ରିୟ ମାମଲା ୫ ହଜାର ତଳେ, ଦୈନିକ ସଂକ୍ରମଣ ୪ ଶହ…

ନୂଆଦିଲ୍ଲୀ, ୨୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୫ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୪ ଶହ ରହିଛି। ଗତ ୨୪ ଘଣ୍ଟାରେ ଏହା ୪୦୦ ଛୁଇଁଛି। ଗୋଟିଏ ଦିନତଳେ ଏହା ୪୨୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪ ହଜାର ୯୭୨ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫ ହଜାର ୨୫୯ ଥିଲା। ସେହିପରି ୨୪ ଘଣ୍ଟାରେ ୬୮୫ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୮୭୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୬୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୮୯ ହଜାର ୭୪୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୨ ହଜାର ୯୦୮ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri