ସକ୍ରିୟ ମାମଲା ୯୭ ହଜାର ତଳେ…

ନୂଆଦିଲ୍ଲୀ, ୨୩।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୩ ଦିନ ଧରି ସକ୍ରିୟ ମାମଲା ଏବଂ ଦୈନିକ ସଂକ୍ରମଣ କମିବା ପରେ ପୁଣି ଦୈନିକ ସଂକ୍ରମଣ ଉପରମୁହାଁ,ସକ୍ରିୟ ମାମଲା ତଳ ମୁହାଁ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୯୭ ହଜାର ତଳେ ରହିଛି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ଉପରେ ରହିଛି। ଏହା ୮,୫୮୬ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୪୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୬ ଥିଲା। ଏହି ସମୟରେ ସକ୍ରିୟ ମାମଲା ୯୬ ହଜାର ୫୦୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୯୭ ହଜାର ୬୪୮ ଥିଲା। ସେହିପରି ୨୪ ଘଣ୍ଟାରେ ୯ ହଜାର ୬୮୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୧ ହଜାର ୭୨୬ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୭ ହଜାର ୪୧୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୩ ଲକ୍ଷ ୫୭ ହଜାର ୫୪୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୭ ଲକ୍ଷ ୩୩ ହଜାର ୬୨୪ ଜଣ ସୁସ୍ଥ ହୋଇ ସାରିଛନ୍ତି।

ମହାରାଷ୍ଟ୍ର, କର୍ନାଟକରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

ରାଜନୀତିରେ ହଲଚଲ: ମମତା ବାନାର୍ଜୀଙ୍କୁ ଖୋଲା ଅଫର ଦେଲା କଂଗ୍ରେସ, କହିଲା-ବାକି ଥିବା ବିଧାୟକ, ସାଂସଦଙ୍କୁ…

ନୂଆଦିଲ୍ଲୀ, ୨।୧୦: ପଶ୍ଚିମବଙ୍ଗ ରାଜନୀତିରେ ନୂଆ ଚର୍ଚ୍ଚା। ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କୁ କଂଗ୍ରେସକୁ ଫେରିବାକୁ ଖୋଲା ନିମନ୍ତ୍ରଣ ଦେଇଛନ୍ତି କଂଗ୍ରେସ ନେତା ଅଧୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?