Posted inଜାତୀୟ

ସକ୍ରିୟ ମାମଲା ୪ ହଜାରରୁ କମ, ଦୈନିକ ସଂକ୍ରମଣ ୩ ଶହ ତଳେ …

ନୂଆଦିଲ୍ଲୀ, ୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୪ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ୩ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ଏହା ୨୩୫ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୩ ହଜାର ୫୦୨ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୪୬୭ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୭୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୯୧ ହଜାର ୩୮୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୬ ହଜାର ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?