Posted inଜାତୀୟ

କାର୍‌କୁ ଘେରିଗଲେ ଭାଜପା କର୍ମୀ, ପ୍ରଚାର ବାତିଲ କରି ଫେରିଆସିଲେ ୟେଦୁରପ୍ପା

ବେଙ୍ଗାଲୁରୁ,୧୬।୩: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ନେତା ବିଏସ ୟେଦୁରପ୍ପା ଆଜି ଏକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିଛନ୍ତି। ଗୁରୁବାର ଚିକମାଗାଲୁର ଜିଲାରେ ପ୍ରଚାର କରିବାକୁ ଯାଉଥିବା ବେଳେ ଭାଜପା କର୍ମୀମାନେ ତାଙ୍କ କାର୍‌କୁ ଘେରାଉ କରି ନିର୍ବାଚନ ପ୍ରଚାର ବାତିଲ କରିବାକୁ ବାଧ୍ୟ କରିଥିଲେ। ପରେ ନିର୍ବାଚନ ପ୍ରଚାର ନ କରି ଫେରି ଆସିଥିଲେ ୟେଦୁରପ୍ପା ।

ୟେଦୁରପ୍ପାଙ୍କ ପୁଅ ବିଓ୍ବାଇ ବିଜୟେନ୍ଦ୍ର ବିଧାନସଭା ନିର୍ବାଚନରେ ଶିକରିପୁରାରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ନିଜେ ୟେଦୁରପ୍ପା ଘୋଷଣା କରିଥିଲେ। ହେଲେ ଭାଜପା ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ସିଟି ରବି ୟେଦୁରପ୍ପାଙ୍କ ଘୋଷଣାକୁ ପ୍ରତ୍ୟାଖ୍ୟାନ କରିଦେଇଥିଲେ। ହେଲେ ୟେଦୁରପ୍ପା ଏଥିରେ ଅଟଳ ରହିଥିଲେ। ଯାହାପରେ ଏହି ବିରୋଧ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ନୁହେଁ, ପ୍ରଶଂସା ସାଉଁଟିଲେ ଆରାଧ୍ୟା

ଶେଷରେ ପୂର୍ବତନ ମିସ ୱାଲର୍‌ଡ ଐଶ୍ୱର୍ଯ୍ୟା ରାୟଙ୍କ କାନ୍ସ ୨୦୨୬ ଲୁକର ଫଟୋ ଆସିଛି। ଐଶ୍‌ ରେଡ କାର୍ପେଟରେ ଗୋଲାପୀ ଗାଉନ ଲୁକ ସହିତ ସମସ୍ତଙ୍କ ହୃଦୟ…

ସିଙ୍ଗଲ୍‌ ନା ରିଲେସନଶିପ୍‌ରେ ଅଛନ୍ତି ମେଲୋନି? ଜାଣନ୍ତୁ ତାଙ୍କର ରିଲେସନ ଷ୍ଟାଟସ୍‌…

ନୂଆଦିଲ୍‌ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ଇଟାଲୀ ଗସ୍ତ କରିଥିଲେ, ଯେଉଁଠାରେ ସେ ତାଙ୍କର ଇଟାଲୀୟ ପ୍ରତିପକ୍ଷ, ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ସହ ସାକ୍ଷାତ କରିଥିଲେ। ଏହି…

ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ଶେଷ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ମହାଯଜ୍ଞ ପରିଚାଳନା କମିଟି ପକ୍ଷରୁ…

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

୧୦ ଦିନରେ କାହିଁକି ତୃତୀୟ ଥର ପାଇଁ ବଢିଲା ପେଟ୍ରୋଲ-ଡିଜେଲ ଦାମ? ଇଣ୍ଡିଆନ ଅଏଲ କହିଲା ଅସଲ କାରଣ

ନୂଆଦିଲ୍ଲୀ,୨୩।୬: ଶନିବାର, ମେ ୨୩, ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ପେଟ୍ରୋଲ ୮୭ ପଇସା ମହଙ୍ଗା ହୋଇଛି, ଯେତେବେଳେ…

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ…

ପେଟ୍ରୋଲ-ଡିଜେଲ ପରେ ଏବେ LPG ପାଳି? ଜାଣନ୍ତୁ ଆଜି କେତେ ରହିଛି ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୩।୫: ଦେଶରେ ସାଧାରଣ ଜନତାଙ୍କ ପକେଟ ଉପରେ ପୁଣି ଥରେ ମହଙ୍ଗା ମାଡ଼ ହୋଇଛି। ଆଜି (୨୩ ମଇ, ୨୦୨୬) ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ, ଟିଏମସି ନେତା ସଞ୍ଜୟ ଦାସଙ୍କ ମୃତଦେହ ତାଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର

କୋଲକାତା,୨୩।୫: ପଶ୍ଚିମବଙ୍ଗରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦକ୍ଷିଣ ଦମ ଦମ ମ୍ୟୁନିସିପାଲିଟିର ତୃଣମୂଳ କଂଗ୍ରେସ କାଉନସିଲର ସଞ୍ଜୟ ଦାସଙ୍କ ମୃତଦେହ ତାଙ୍କ ବାସଭବନରେ ସନ୍ଦେହଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri