ଅଭିନେତାଙ୍କୁ ବାନ୍ଧିଲା ଏନ୍‌ସିବି

ବମ୍ବେ: ଏନ୍‌ସିବି ପଞ୍ଝାରେ ଆଉ ଜଣେ ଅଭିନେତା। ଡ୍ରଗ୍ସ ସମ୍ବନ୍ଧୀତ ମାମଲାରେ ଛନ୍ଦି ହୋଇଛନ୍ତି ଏଜାଜ୍‌ ଖାନ୍‌। ରାଜସ୍ଥାନରୁ ମୁମ୍ବାଇ ଫେରିବା ପରେ ମଙ୍ଗଳବାର ଏନ୍‌ସିବି ତାଙ୍କୁ ଗିରଫ କରିଥିବା ଜଣାପଡ଼ିଛି।

ପୂର୍ବରୁ ବଲିଉଡ୍‌ ଡ୍ରଗ୍ସ ମାମଲାରେ ଶାଦାବ ବାଟାଟା ଗିରଫ ହୋଇଥିଲେ। ସେ ବଲିଉଡ୍‌ର ଅନେକ ସେଲିବ୍ରିଟିଙ୍କୁ ଡ୍ରଗ୍ସ ଯୋଗାଇ ଦେଉଥିଲେ। ତାଙ୍କୁ ପଚରାଉଚରା କରାଯିବା ପରେ ଏଜାଜଙ୍କ ନାମ ସାମ୍ନାକୁ ଆସିଥିଲା। ବାଟାଟା ଗ୍ୟାଙ୍ଗ ସହ ସେ ସମ୍ପର୍କ ରଖିଥିବା ଜଣାପଡ଼ିଥିଲା। ଏହାପରେ ଏନ୍‌ସିବିର ଟିମ୍‌ ଅନ୍ଧେରୀ ଏବଂ ଲେଖଣ୍ଡଓ୍ବାଲାର କିଛି ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି।

ଏଜାଜ ଫିଲ୍ମ ବ୍ୟତିତ ‘ବିଗ୍‌ ବସ୍‌’ରେ ନଜର ଆସିଥିଲେ। ସେ ରିଆଲିଟି ଶୋ’ରେ ଓ୍ବାଇଲ୍ଡ କାର୍ଡ ଭାବେ ଏଣ୍ଟ୍ରି କରିଥିଲେ। ପରେ ସେ ବିବାଦିତ ତଥା ଚର୍ଚ୍ଚିତ ଚେହେରା ପାଲଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ହରାଇଲେ ଏହି ଲୋକପ୍ରିୟ ଅଭିନେତା

ବମ୍ବେ: ଛୋଟ ପରଦାର ଲୋକପ୍ରିୟ ଧାରାବାହିକ ‘ବଡେ ଅଚ୍ଛେ ଲଗତେ ହୈ’ ଅଭିନେତା ରାମ କପୁରଙ୍କ ପିତାଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪...

ବାହାହେବେ ଶ୍ରଦ୍ଧା: ପ୍ରସ୍ତୁତି ଆରମ୍ଭ

ମୁମ୍ବାଇ: ଷ୍ଟାର କିଡ୍‌ ତଥା ବଲିଉଡ୍‌ ନାୟିକା ଶ୍ରଦ୍ଧା କପୁର କୁଆଡେ ବିବାହ କରିବାକୁ ଯାଉଛନ୍ତି । ଫେମସ ଫଟୋଗ୍ରାଫର ରୋହନ ଶ୍ରେଷ୍ଠଙ୍କୁ ଶ୍ରଦ୍ଧା ବିବାହ...

ବକ୍ସ ଅଫିିସ୍‌ରେ କମାଲ୍‌ କରୁଛି ଫିଲ୍ମ କବିର ସିଂହ: ୩ ଦିନରେ ୭୦କୋଟି

ମୁମ୍ବାଇ: ସାହିଦ କପୁରଙ୍କ ଫିଲ୍ମ କବିର ସିଂହ ରିଲିଜ ହୋଇସାରିଥିବା ବେଳେ ବକ୍ସ ଅଫିସ୍‌ରେ ଏବେ ଧମାଲ୍‌ କରୁଛି। ପ୍ରଥମ ଦିନରୁ ଏହି ଫିଲ୍ମ ୨୦...

ଅଭିନେତ୍ରୀଙ୍କ ଅଜବ ଇଚ୍ଛା ଶୁଣି ସ୍ବାମୀ ହେଲେ ଚକିତ

ପ୍ରସିଦ୍ଧ ଅଭିନେତ୍ରୀ ମୋନାଲିସା ଭୋଜପୁରୀ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ହିନ୍ଦୀ ଟିଭି ଜଗତରେ ଏକ ଜଣାଶୁଣା ନାମ। ସେ ଫିଲ୍ମ ଅପେକ୍ଷା ସୋସିଆଲ ମିଡିଆରେ ଅଧିକ...

ଇଡେନ୍ ରେ ଫିଲ୍ମ ପ୍ରମୋଶନ କରିବେ ରାଣୀ

ଭାରତ ଏବଂ ବାଲାଂଦେଶ ମଧ୍ୟରେ  ଐତିହାସିକ ଦିବାରାତ୍ର ଟେଷ୍ଟ ମ୍ୟାଚ୍ କୋଲକାତାର ଇଡେନ୍ ଗାର୍ଡେନ ଷ୍ଚାଡିୟମରେ ଖେଳାଯାଉଛି ।ଏହି ମ୍ୟାଚକୁ ଦେଖିବାପାଇଁ ଷ୍ଟାଡିୟମରେ ଅନେକ ସେଲିବ୍ରିଟି...

୪୭ ବର୍ଷରେ ବି ଫିଟ୍‌ ଅଛନ୍ତି ମଲାଇକା: ଏଥିପାଇଁ କରିଥାନ୍ତି ଏସବୁ…

ନିଜର ଫିଟ୍‌ନେସ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଅଭିନେତ୍ରୀ ମଲାଇକା ଆରୋରା ଇତିମଧ୍ୟରେ ୪୭ ବର୍ଷର ହୋଇସାରିଛନ୍ତି। ୨୩ ଅକ୍ଟୋବର, ୧୯୭୩ରେ ମହାରାଷ୍ଟ୍ରର ଥାନେରେ ଜନ୍ମଗ୍ରହଣ...

୪୬ ବର୍ଷରେ ପାଦ ଥାପିଲେ ‘ରଙ୍ଗିଲା ଗର୍ଲ’: ନିଜଠାରୁ ୧୦ ବର୍ଷ ବୟସ ସାନ ଯୁବକଙ୍କୁ ଲୁଚାଛପାରେ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ର ‘ରଙ୍ଗିଲା ଗର୍ଲ’ ଭାବେ ପରିଚିତି ହାସଲ କରିଥିବା ଉର୍ମିଳା ମାତୋଣ୍ଡକର ମଙ୍ଗଳବାର ୪୬ ବର୍ଷରେ ପାଦ ଥାପିଛନ୍ତିି। ସେ ୧୯୭୪ ଜାନୁୟାରୀ ୪ରେ...

ବଢ଼ୁଛି ସାମନ୍ଥାଙ୍କ କ୍ରେଜ୍‌

‘ଫିଲ୍ମ’ ପୁଷ୍ପାର ହିନ୍ଦୀ ଭର୍ସନ ରିଲିଜ ପରେ ତାହା ବକ୍ସ ଅଫିସରେ ସବୁ ରେକର୍ଡ ଭାଙ୍ଗିଛି। ପୁଷ୍ପାର ଗୀତ ଏବଂ ଡାଇଲଗଗୁଡିକ ବର୍ତ୍ତମାନ ସୋସିଆଲ ମିଡିଆରେ...

Advertisement


Archives

Model This Week