ଅଙ୍ଗନୱାଡି ଶିଶୁଙ୍କୁ ସହଯୋଗର ହାତ ବଢାଇଲେ ଅକ୍ଷୟ

ଭୋପାଳ,୨୫ ।୫: ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ଅଙ୍ଗନୱାଡି କେନ୍ଦ୍ର ପାଇଁ ଆରମ୍ଭ କରାଯାଇଥିବା ଯୋଜନାରେ ସାମିଲ ହେଲେ ବଲିଉଡର ଖିଲାଡି ବୟ ଅକ୍ଷୟ କୁମାର । ଅଭିନେତାଙ୍କ ଏହି ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ତାଙ୍କୁ ଧନ୍ୟବାଦ ଦେଇଛନ୍ତି ।
ସୂଚନାଯୋଗ୍ୟ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଅଙ୍ଗନୱାଡି ଶିଶୁଙ୍କ ସହୟତା ପାଇଁ ନୂଆ ନୂଆ ଯୋଜନା ଆରମ୍ଭ କରିଛନ୍ତି । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଟୁଇଟ କରି ସୂଚନା ଦେଇଛନ୍ତି । ଟୁଇଟରେ ଲେଖିଛନ୍ତି, ରାଜ୍ୟରେ ଶିଶୁଙ୍କ ସାର୍ବଜନିନ ବିକାଶ ଆମ ସମସ୍ତଙ୍କ କର୍ତ୍ତବ୍ୟ । ଆଜି ସନ୍ଧ୍ୟା ୫ଟା ୩୦ରେ ମୁଁ ରାସ୍ତାକୁ ଆସି ଜନସହଯୋଗରେ ଅଙ୍ଗନୱାଡି ଶିଶୁଙ୍କ ଉପଯୋଗୀ ଜିନିଷ ଏକାଠି କରିବି । ଆପଣମାନଙ୍କୁ ଅନୁରୋଧ କରୁଛି ଏହି ପବିତ୍ର ପ୍ରୟାସରେ ଆପଣମାନେ ଯଥା ସମ୍ଭବ ସହଯୋଗ କରିବେ ।
ଏହି ଟୁଇଟକୁ ସମର୍ଥନ କରି ଅଭିନେତା ଅକ୍ଷୟ କୁମାର ସହଯୋଗର ହାତ ବଢାଇଛନ୍ତି । ସେ ଅଙ୍ଗନୱାଡିର ଏହି ଅଭିଯାନରେ ସାମିଲ ହୋଇ ୧ କୋଟି ଟଙ୍କା ପ୍ରଦାନ କରିବା ସହ ୫୦ ଅଙ୍ଗନୱାଡି କେନ୍ଦ୍ରକୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ଘୋଷଣା କରିଛନ୍ତି । ଏହାପରେ ମୁଖ୍ୟମନ୍ତ୍ରୀ ଅକ୍ଷୟ କୁମାରଙ୍କୁ ଧନ୍ୟବାଦ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri