ଅଭିନେତା ବିଜୟକାନ୍ତଙ୍କ ପରଲୋକ: କରୋନା ଯୋଗୁ ଭେଣ୍ଟିଲେଟରରେ ଥିଲେ

ଚେନ୍ନାଇ,୨୮।୧୨: ଅଭିନେତାରୁ ରାଜନେତା ପାଲଟିଥିବା ବିଜୟକାନ୍ତଙ୍କ ଗୁରୁବାର ଦେହାନ୍ତ ହୋଇଛି। ତାଙ୍କୁ କରୋନା ହୋଇଥିଲା। ଏହା ପରେ ନିଶ୍ୱାସ ନେବାରେ ଅସୁବିଧା ହେତୁ ତାଙ୍କୁ ଚେନ୍ନାଇର ଏକ ଘରୋଇ ଡାକ୍ତରଖାନାରେ ଭେଣ୍ଟିଲେଟରରେ ରଖାଯାଇଥିଲା।
ଚେନ୍ନାଇର ଡିଏମଡିକେ ପାର୍ଟି ପ୍ରତିଷ୍ଠାତା ବିଜୟକାନ୍ତଙ୍କୁ ୭୧ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁପରେ ଡାକ୍ତରଖାନା ବାହାରେ ସୁରକ୍ଷା ବୃଦ୍ଧି କରାଯାଇଛି। ବିଜୟକାନ୍ତ ୨୦୦୫ର ଦେଶିଆ ମୁରପକ୍କୁ ଦ୍ରାବିଡ କାଜଗାମ ପାର୍ଟି ଗଠନ କରିଥିଲେ। ୨୦୧୧ ରୁ ୨୦୧୬ ପର୍ଯ୍ୟନ୍ତ ତାମିଲନାଡୁର ଡିଏମଡିକେ ମୁଖ୍ୟ ବିରୋଧୀ ଦଳ ଥିଲା ଏବଂ ବିଜୟକାନ୍ତ ବିଧାନସଭାରେ ବିରୋଧୀ ଦଳର ନେତା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri