Posted inରାଜ୍ୟ

ଭାଜପାରେ ଯୋଗଦେଲେ ଅଭିନେତା ଅରିନ୍ଦମ ରାୟ

ଭୁବନେଶ୍ୱର,୧୫ା୩: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେବାର ଘଣ୍ଟାଏ ନ ପୂରୁଣୁ ଭଜାପରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। ବିଜେଡିରେ ତାଙ୍କୁ କିମ୍ବା ତାଙ୍କ କାର୍ଯ୍ୟକୁ ଦଳରେ ମର୍ଯ୍ୟାଦା ମିଳୁନଥିବା କହି ସେ ଇସ୍ତଫା ଦେଇଥିଲେ। ଯେଉଁଥିପାଇଁ ସେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇ କ୍ଷୋଭ ଜଣାଇଥିଲେ।

କିଛି ଦିନ ତଳେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଅରିନ୍ଦମ ସାକ୍ଷାତ କରିବା ପରେ ସେ ବିଜେଡି ଛାଡି ଭାଜପାକୁ ଆସି ପାରନ୍ତି ବୋଲି ଆଲୋଚନା ହେଉଥିଲା। ଏହାପରେ ସେ ଭାଜପା ନେତା ପ୍ରକାଶଙ୍କୁ ମଧ୍ୟ ସେ ଭେଟିଥିଲେ। ନିକଟରେ ଦେବାଶିଷଙ୍କୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ଚୟନ କରାଯିବା ପରେ ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢିବା ପାଇଁ ପ୍ରଥମରୁ ମୁଁ ଆଶାୟୀ ରହିଛି ବୋଲି ଅରିନ୍ଦମ କହିଥିଲେ। ସୁଯୋଗ ମିଳିଲେ ନିଶ୍ଚିତ ନିର୍ବାଚନ ଲଢିବି। ଏଥିପାଇଁ ପ୍ରସ୍ତୁତ ଅଛି। ଦଳର ସୁପ୍ରିମୋ ଯାହା ନିଷ୍ପତ୍ତି ନେବେ ତାକୁ ଅପେକ୍ଷା କରିଛି ବୋଲି ସେ କହିଥିଲେ। ତେବେ ବର୍ତମାନ ସେ ଭଜାପରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

India T20I Squad: ଘୋଷଣା ହେଲା ଟି-୨୦ ପାଇଁ ଟିମ ଇଣ୍ଡିଆ; ଶ୍ରେୟସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୬।୬: ବିସିସିଆଇ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ସ୍ଥାନରେ ଶ୍ରେୟସ ଆୟରଙ୍କୁ ନୂତନ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri