ଦମ୍ପତିଙ୍କ ଉପରେ କାର୍‌ ମାଡ଼ିଯିବା ଘଟଣା: ଗିରଫ ହେଲେ କନ୍ନଡ ଅଭିନେତା

ବେଙ୍ଗାଲୁରୁ,୧।୧୦: ଗାଡ଼ି ଦୁର୍ଘଟଣା ମାମଲାରେ କନ୍ନଡ ଅଭିନେତା ନାଗଭୂଷଣଙ୍କୁ ପୋଲିସ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ବେଙ୍ଗାଲୁରୁର ଏକ ରାସ୍ତା ଫୁଟପାଥରେ ଚାଲୁଥିବା ଦମ୍ପତିଙ୍କ ଉପରେ ନାଗଭୂଷଣଙ୍କ କାର୍‌ ମାଡ଼ି ଯାଇଥିଲା। କାର ଦୁର୍ଘଟଣାରେ ମହିଳାଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ବାମୀ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଏବେବି ଚିକିତ୍ସିତ ହେଉଛନ୍ତି। ଏନେଇ ସ୍ଥାନୀୟ ଟ୍ରାଫିକ ପୋଲିସ ଥାନାରେ ଏକ ଅଭିଯୋଗ ହୋଇଥିଲା। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ କରିଥିଲା। ପୋଲିସ ତଦନ୍ତ ପରେ ଅଭିନେତା ନାଗଭୂଷଣଙ୍କୁ ଗିରଫ କରିଛି।

ସୂଚନା ଯୋଗ୍ୟ, ନାଗଭୂଷଣ ଶନିବାର ରାତିରେ ବସନ୍ତପୁରା ରାସ୍ତାରେ କାର୍‌ ଚଳାଉଥିଲେ। ସେତିକିବେଳେ ଫୁଟ୍‌ପାଥରେ ଚାଲୁଥିବା ଉକ୍ତ ଦମ୍ପତିଙ୍କ ଉପରକୁ କାର୍‌ ଚଢିଯାଇଥିଲା। ଦୁର୍ଘଟଣାରେ ପ୍ରେମା(୪୮)ଙ୍କ ମୃତ୍ୟୁ ଘଟିଥିବା ବେଳେ କୃଷ୍ଣା(୫୮)ଙ୍କ ମୁଣ୍ଡ ଏବଂ ପାଦରେ ଗଭୀର ଆଘାତ ଲାଗିଛି। ଅନ୍ୟପକ୍ଷେ ଅଭିନେତା ନିଜେ ଗାଡ଼ିରେ ଦୁହିଁଙ୍କୁ ଡାକ୍ତରଖାନା ନେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?