ନାଳକୁ ଖସିପଡ଼ିଲା ଅଭିନେତା ଅଶ୍ରୁମୋଚନଙ୍କ କାର୍‌: କୁକୁର ପଳାଇ ଆସିବାରୁ…

ଭୁବନେଶ୍ବର,୮।୧୧: ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ସାମ୍ନାକୁ କୁକୁର ପଳାଇ ଆସିବାରୁ ନିୟନ୍ତ୍ରଣ ହରାଇ ନାଳକୁ ଖସିପଡ଼ଛି କାର୍‌ । କଳାଝରି ନିକଟ ଦୟା ୱେଷ୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଅଭିନେତା ଅଶ୍ରୁମୋଚନ ସୁରକ୍ଷିତ ଥିବା ସୂଚନା ମିଳିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri