ଅଭିନେତା ବାବୁସାନ ଅସୁସ୍ଥ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବାବୁସାନ ମହାନ୍ତି ଅସୁସ୍ଥ ଥିବା ତାଙ୍କ ଫ୍ୟାନ୍‌ଙ୍କ ମହଲରୁ ସୂଚନା ମିଳିଛି। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ସେ ଚିକିତ୍ସାଧୀନ ଅଛନ୍ତି। ୬ ଦିନ ତଳେ ତାଙ୍କ ଶରୀରର ଅକ୍ସିଜେନ ମାତ୍ରା କମିଯିବାରୁ ସେ ଅସୁସ୍ଥ ଅନୁଭବ କରିଥିଲେ। ତାଙ୍କୁ ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ୬ଜଣିଆ ଡାକ୍ତରୀ ଟିମ ତାଙ୍କର ଚିକିତ୍ସା କରୁଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଅଲିଟି ଶୋ’ ପୂର୍ବରୁ ହୋଷ୍ଟଙ୍କ ଦୁର୍ଘଟଣା

ସୋନି ଟିଭିରେ ଆରମ୍ଭ ହେବାକୁ ଯାଉଥିବା ରିଅଲିଟି ଶୋ ଇଣ୍ଡିଆଜ୍‌ ଲାପ୍ଟର୍‌ ଚାମ୍ପିଅନ୍‌ର ଶୁଟିଂ ଆରମ୍ଭ ହୋଇଯାଇଛି। ହେଲେ ଶୋ’ର ହୋଷ୍ଟ ପରିଜାଦ କୋଲହାଙ୍କର ଦୁର୍ଘଟଣା...

ଭୁବନେଶ୍ୱରରୁ ଆଉ ୬୪ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୨।୭(ବ୍ୟୁରୋ)-ଆଜି ପୁଣି ରାଜଧାନୀ ଭୁବନେଶ୍ୱରରୁ ୬୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୮...

ଭାରତ ମୁଭି ଦେଖିଲେ ଟିମ୍‌ ଇଣ୍ଡିଆ ସଦସ୍ୟ

ଟ୍ରେଣ୍ଟ ବ୍ରିଜ୍‌,୧୩।୬- ଇଂଲଣ୍ଡରେ ଚାଲିଥିବା ବିଶ୍ୱକପ୍‌ରୁ ବ୍ରେକ୍‌ ନେଇ ଭାରତୀୟ କ୍ରିକେଟ ଦଳର ସଦସ୍ୟମାନେ ସୁପରଷ୍ଟାର ସଲମାନ ଖାଁଙ୍କ ଅଭିନୀତ ଭାରତ ସିନେମା ଦେଖିଛନ୍ତି। ହାର୍ଦ୍ଦିକ...

ବନ୍ଦରେ ସ୍ବାଭାବିକ ରହିବ ମୋ ବସ୍‌ ଚଳାଚଳ

ଭୁବନେଶ୍ୱର, ୭ା୧ (ବ୍ୟୁରୋ)- ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ଦରଦାମ ବୃଦ୍ଧି ଓ ବେକାରି ପ୍ରଭୃତି ସମସ୍ୟାକୁ ନେଇ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ବାଧୀନ ଫେଡେରେଶନ୍‌...

ବ୍ରଜରାଜନଗରରେ ୬ ମାସ ମଧ୍ୟରେ ହେବ ଉପ ନିର୍ବାଚନ

ଭୁବନେଶ୍ୱର,୧।୧(ବ୍ୟୁରୋ): ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ବିଧାନସଭା ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ କମିଶନ ଓ ରାଜ୍ୟ ମୁଖ୍ୟ ନିର୍ବାଚନ...

CORONAVIRUS UPDATE: ନୟାଗଡ଼ ଜିଲାକୁ ଡେଇଁଲା କରୋନା; ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୮୯

ଭୁବନେଶ୍ୱର,୯।୫(ବ୍ୟୁରୋ)- ନୟାଗଡ଼ ଜିଲାକୁ ଡେଇଁଛି କରୋନା। ଶନିବାର ଜିଲାର ପ୍ରଥମ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୯ରେ...

କାଜଲଙ୍କୁ ଶାହାରୁଖଙ୍କ ସ୍ତ୍ରୀ ଭାବୁଥିଲେ ଏହି ଅଭିନେତା, କବାଟ ଖୋଲୁ ଖୋଲୁ ଯାହା ଦେଖିଲେ ଚାହିଁ ରହିଗଲେ

କିଛି ବଲିଉଡ ଅଭିନେତା ଅଛନ୍ତି, ଯାହାଙ୍କ କେମେଷ୍ଟ୍ରି ଦର୍ଶକଙ୍କୁ ବହୁତ ପସନ୍ଦ ଆସିଥାଏ। ପରଦାରେ ସେମାନଙ୍କୁ ଏକାଠି ଦେଖି ପ୍ରଶଂସକମାନେ ବହୁତ ଖୁସି ହୋଇଥାନ୍ତି। ଏଭଳି...

ଭୁବନେଶ୍ୱରରୁ ଆଜି ପୁଣି ୨୦ ପଜିିଟିଭ୍‌ ଚିହ୍ନଟ: ୪୩ ସୁସ୍ଥ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୨୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍‌...

Advertisement
Archives

Model This Week