ପରଲୋକରେ ଅଭିନେତା ମିହିର ଦାସଙ୍କ ସାନପୁଅ ଅକ୍ଲାନ୍ତ ଦାସ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଲୋକପ୍ରିୟ ଅଭିନେତା ମିହିର ଦାସଙ୍କର ସାନପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ ଘଟିଛି। ମଙ୍ଗଳବାର ରାତିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।
ଅକ୍ଲାନ୍ତଙ୍କ ଲିଭରରେ ସମସ୍ୟା ଯୋଗୁ ସେ ଚିକିତ୍ସାଧୀନ ଥିଲେ। କଟକ ସତୀଚଉରା ଶ୍ମଶାନରେ ଅକ୍ଲାନ୍ତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଭିମାନ ଅଞ୍ଚଳରେ କଡ଼ା ବିରୋଧ: ଗ୍ରାମବାସୀଙ୍କ ଆକ୍ରମଣରେ ଜଣେ ମାଓବାଦୀ ମୃତ, ଜଣେ ଗୁରୁତର

ମାଲକାନଗିରି,୨୬।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଶନିବାର ରାତିରେ ମାଓବାଦୀଙ୍କୁ କଡ଼ା ବିରୋଧ କରାଯାଇଛି। ଉକ୍ତ ଅଞ୍ଚଳର ଜନ୍ତୁରାଇ ଗାଁକୁ ମାଓବାଦୀ ଆସି ଉନ୍ନୟନମୂଳକ କାର୍ଯ୍ୟକୁ...

ରେଜଲ୍ଟରେ ତ୍ରୁଟି ଥିଲେ ୨୩ ସୁଦ୍ଧା ଅଭିଯୋଗ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଚଳିତ ବର୍ଷ କରୋନା ଯୋଗୁ ଯୁକ୍ତ ୨ ପରୀକ୍ଷା ବାତିଲ କରାଯାଇଥିଲା। ଛାତ୍ରୀଛାତ୍ରଙ୍କୁ ଅଲଟରନେଟିଭ୍‌ ଆସେସମେଣ୍ଟ ସ୍କିମ୍‌ ଅନୁଯାୟୀ ମାର୍କ ପ୍ରଦାନ କରାଯାଇଛି। ରେଜଲ୍ଟରେ...

ହକି ବିଶ୍ୱକପ୍‌ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର,୨୩ା୮(ବ୍ୟୁରୋ):୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍‌ ପାଇଁ ଓଡ଼ିଶା ପ୍ରସ୍ତୁତ। ୨୦୧୮ରେ ପ୍ରଥମଥର ପାଇଁ ଏହି ମହାକୁମ୍ଭର ସଫଳତା ପରେ ଦ୍ୱିତୀୟଥର ଲାଗି ଓଡ଼ିଶାରେ...

ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ରାଜ୍ୟରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢ଼ିଛି। ଏନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତ ମାସଠାରୁ ଏହି ବର୍ଦ୍ଧିତ ଦରମା ଲାଗୁ...

ଚଢେଇଗୁଡି ଯୋଗାଶ୍ରମ ଭାଙ୍ଗିଲା ଦନ୍ତା

ସୋନପୁର,୩୧।୧୨(ନି.ପ୍ର.) ସୁବର୍ଣ୍ଣପୁର ବନଖଣ୍ଡର ଉଲୁଣ୍ଡା ବନାଞ୍ଚଳରେ ହାତୀ ଉପଦ୍ରବ ବୃଦ୍ଧି ପାଇଛି। ହାତୀପଲ ଦୀର୍ଘଦିନ ଧରି ସ୍ଥାନୀୟ ଅଞ୍ଚଳରେ ବ୍ୟାପକ କ୍ଷତି ଘଟାଉଛନ୍ତି। ଗୋଟିଏ ପଲରେ...

ମୁଖ୍ୟମନ୍ତ୍ରୀଙ୍କୁ ମିଳିବ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ସଫଳ ଓ ଉଲ୍ଲେଖନୀୟ ନେତୃତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ ମିଳିବ। ଆସନ୍ତା ୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ କ୍ୟାପିଟାଲ୍‌ ଫାଉଣ୍ଡେଶନ...

ସମୀକ୍ଷା ବାହାନାରେ ସୁରକ୍ଷା : ରାଜ୍ୟ ନେତୃତ୍ୱ ଉପରେ ଦୋଷ ଲଦିଲେ ବରିଷ୍ଠ

ଭୁବନେଶ୍ୱର, ୩୧।୫ (ବ୍ୟୁରୋ) : ଗତ ନିର୍ବାଚନରେ ରାଜ୍ୟ କଂଗ୍ରେସର ଶୋଚନୀୟ ପରାଜୟ ହୋଇଛି। ତୃତୀୟ ସ୍ଥାନରୁ ଦ୍ୱିତୀୟକୁ ଖସିଛି ଦଳ। ଲୋକସଭା ଆସନରେ ଗୋଟିଏ...

ବାତ୍ୟା ଭୟ ନାହିଁ, କେବଳ ବର୍ଷିବ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଆଉ ବାତ୍ୟା ଭୟ ନାହିଁ। କେବଳ ବର୍ଷିବ। ପୂର୍ବରୁ ଦଶହରା ପରେ ପରେ ରାଜ୍ୟରେ ବାତ୍ୟା ସମ୍ଭାବନା ଥିବା ନେଇ କୁହାଯାଉଥିଲା। ହେଲେ ଏବେ...

Advertisement
Archives

Model This Week