ହାତକୁ ଦୁଇ ହାତ ହେଲେ ଟେଲି ପରଦାର ‘ମହାଦେବ’

ବମ୍ବେ: ହାତକୁ ଦୁଇ ହାତ ହୋଇଛନ୍ତି ଦେବୋ କେ ଦେବ ମହାଦେବ ଫେମ୍‌ ଅଭିନେତା ମୋହିତ ରାଇନା। ବେଶ ଗୋପନୀୟ ଭାବେ ଏହି ବିବାହ ସମ୍ପନ୍ନ ହୋଇଛି। ନୂଆବର୍ଷର ଖାସ ଅବସରରେ ଅଭିନେତା ନିଜର ଇନ୍‌ଷ୍ଟାଗ୍ରାମରେ ସ୍ତ୍ରୀ ଅଦିତିଙ୍କ ସହ ବିବାହ ବେଳର ଫଟୋ ଶେୟାର କରି ସମସ୍ତଙ୍କୁ ଚମକାଇଛନ୍ତି। ଏହାପରେ ପ୍ରଶଂସକମାନେ ଶୁଭେଚ୍ଛା ଜଣାଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠାରୁ ସୁନ୍ଦରୀ ପୋଲିସ

ବୋଗୋଟା: ବର୍ତ୍ତମାନ ସୋସିଆଲ ମିଡିଆର ଢେର୍‌ ଚାହିଦା ବଢ଼ିଯାଇଛି। ଗୋଟିଏ ସାଧାରଣ ଲୋକକୁ ରାତାରାତି ଷ୍ଟାର କରିଦେଇ ପାରୁଛି ସାମିଜିକ ଗଣମାଧ୍ୟମ। ତେବେ ଏହା ଜରିଆରେ...

ମେ’ ୧୩ରେ ପ୍ରେକ୍ଷାଳୟକୁ ଆସିବ ଆୟୁଷ୍ମାନଙ୍କ ଏହି ଫିଲ୍ମ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ସବୁବେଳେ ନିଜର ଆକ୍ଟିଭିଟିଜ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏଥିସହିତ ସେ ଦେଶର ସମସାମୟିକ ପ୍ରସଙ୍ଗରେ ନିଜର ମତ ପ୍ରକାଶ...

ଲଞ୍ଚ ହେଲା କରିନାଙ୍କ ପୁସ୍ତକ

ମୁମ୍ବାଇ: ବଲିଉଡ୍‌ର ଆଗ ଧାଡିର ନାୟିକା କରିନା କପୁର ଖାଁ ଯେକି ଦୁଇଟି ସନ୍ତାନର ଜନନୀ ଶେଷରେ ଶୁକ୍ରବାର ସେ ତାଙ୍କର ପୁସ୍ତକ ‘ପ୍ରେଗନାନ୍ସି ବାଇବଲ’...

ଐଶ୍ୱର୍ଯ୍ୟାଙ୍କ ସହ କାମ କରିଥିବା ଏହି ଶିଶୁ କଳାକାର ଏବେ ସୁପରଷ୍ଟାର

ମୁମ୍ବାଇ: ଛୋଟ ପରଦାର ଅଭିନେତ୍ରୀ ଜେନିଫର୍‌ ଓ୍ବିଙ୍ଗେଟ ବିଭିନ୍ନ ଭୂମିକାରେ ଅଭିନୟ କରି ଲୋକପ୍ରିୟ ହୋଇପାରିଛନ୍ତି। ଜେନିଫର୍‌ ଶିଶୁ କଳାକାର ଭାବରେ ବଲିଉଡ୍‌ ଫିଲ୍ମରେ ମଧ୍ୟ...

କଥା ଥିଲା ସାତ ଜନ୍ମର, ହେଲେ କେଇ ମାସରେ ଅଲଗା ହୋଇଯାଇଥିଲେ ଏସବୁ କଳାକାର ଦମ୍ପତି…

ବମ୍ବେ: କଥା ଥିଲା ସାତ ଜନ୍ମର। ହେଲେ କିଛି ଦିନରେ ହିଁ ଭାଙ୍ଗିଗଲା ସମ୍ପର୍କ। ଏହି ତାଲିକାରେ ଅଛନ୍ତି ଅନେକ କଳାକାର ଦମ୍ପତି। ପ୍ରାରମ୍ଭିକ ସମୟରେ...

ବିବାଦରେ ‘ରାମସେତୁ’

ମୁମ୍ବାଇ: ସୁପରଷ୍ଟାର ଅକ୍ଷୟ କୁମାରଙ୍କ ଦିନ ଆଜିକାଲି ଭଲ ଚାଲି ନ ଥିବା ଜଣାପଡ଼ିଛି। ଗୋଟିଏ ପଟେ ବଚ୍ଚନ ପାଣ୍ଡେ ଏବଂ ସମ୍ରାଟ ପ୍ରୀତିରାଜଙ୍କ ସମେତ...

ଆଇଫା ୨୦୨୨କୁ ହୋଷ୍ଟ କରିବେ ସଲମାନ

ମୁମ୍ବାଇ: ଅନ୍ତରାଷ୍ଟ୍ରୀୟ ଭାରତୀୟ ଫିଲ୍ମ ଏକାଡେମୀ ୱିକେଣ୍ଡ ଆଣ୍ଡ ଆୱାର୍ଡସର ୨୨ତମ ସଂସ୍କରଣ ୧୮ ଓ ୧୯ ମାର୍ଚ୍ଚ ୨୦୨୨ରେ ୟାଶ ଆଇଜଲ୍ୟାଣ୍ଡ ବା ୟାଶ...

ରାମ୍ପ ଓ୍ବାକ୍‌ ସମୟରେ ଶାଶୁଙ୍କୁ ଫାଇଙ୍ଗ୍‌ କିସ୍‌ ଦେଲେ କିଆରା, ୟୁଜର୍ସ କହିଲେ ପରଫେକ୍ଟ ବୋହୂ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ତାଙ୍କ ଚଳଚ୍ଚିତ୍ର ‘ସତ୍ୟପ୍ରେମ କି କଥା’ ପାଇଁ ଆଜିକାଲି ହେଡଲାଇନରେ ଅଛନ୍ତି। ଏହି ଚଳଚ୍ଚିତ୍ରରେ ତାଙ୍କର ଅଭିନୟକୁ ବହୁତ...

Advertisement
Archives

Model This Week