ଶେଷରେ ମିଳିଲା ଜାମିନ; ଟ୍ରେଣ୍ଡ ହେଉଛି ‘ଉଇ ସପୋର୍ଟ ପର୍ଲ’

ବମ୍ବେ: ଟେଲି ପରଦାର ଅନ୍ୟତମ ଲୋକପ୍ରିୟ ଅଭିନେତା ପର୍ଲ ବି ପୁରୀ ନାବାଳିକା ବଳାତ୍କାର ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଏହା ପରିବାର ସହ ପ୍ରଶଂସକଙ୍କୁ ଶକ୍ତ ଆଘାତ ଦେଇଥିଲା। ଏବେ ପର୍ଲ ଜାମିନରେ ମୁକୁଳିଛନ୍ତି।

ଜୁନ୍‌ ୪ରେ ପର୍ଲଙ୍କୁ ଗିରଫ କରିଥିଲା ବମ୍ବେ ପୋଲିସ। ପରେ ତାଙ୍କର ଜାମିନ ନେଇ ଆବେଦନ କରାଯାଇଥିଲା। ହେଲେ କୋର୍ଟ ତାହା ଗ୍ରହଣ କରି ନ ଥିଲେ। ପରେ ଜୁନ୍‌ ୧୧ରେ ପୁଣିଥରେ ଅଭିନେତାଙ୍କ ଜାମିନ ପାଇଁ ଆବେଦନ କରାଯାଇଥିଲା। ହେଲେ କୋର୍ଟ ତାହା ଅଗ୍ରାହ୍ୟ କରିବାରୁ ଜେଲ ଯାଇଥିଲେ ଅଭିନେତା। ଶେଷରେ ମଙ୍ଗଳବାର ତାଙ୍କୁ ଜାମିନ ମିଳିଛି। ଏହା ଜଣାପଡ଼ିବା ପରେ ପର୍ଲଙ୍କ ପ୍ରଶଂସକ ‘ଉଇ ସପୋର୍ଟ ପର୍ଲ’ ଟ୍ରେଣ୍ଡ କରାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଗ୍‌ ବି’ଙ୍କ ବଙ୍ଗଳାର ନାଁ ‘ପ୍ରତୀକ୍ଷା’ ଦେବା ପଛରେ ରହିଛି ଏହି କାରଣ

ମୁମ୍ବାଇ: ନିଜ ଘରକୁ ସୁନ୍ଦର କରି ଗଢ଼ି ତୋଳିବାକୁ ପ୍ରାୟ ସମସ୍ତଙ୍କର ଇଚ୍ଛା ଥାଏ। ଏଥିସହିତ ଘରର ନାମକରଣ, ଦାମୀ ଘରେ ରହିବା ଏବଂ ବିଳାସପୂର୍ଣ୍ଣ...

ଫିଲ୍ମ ‘ପୃଥ୍ବୀରାଜ’ର ରିଲିଜ୍‌ ତାରିଖ ଘୋଷଣା

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୃଥ୍ବୀରାଜ’ର ରିଲିଜ୍‌ ତାରିଖ ଘୋଷଣା ହୋଇଯାଇଛି। ଫିଲ୍ମଟି ଜୁନ୍‌ ୧୦ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ଫିଲ୍ମଟି ପୃଥ୍ବୀରାଜ ଚୌହାନଙ୍କ ଜୀବନୀ...

‘ଇର୍ଫାନ ଖାନ୍‌ଙ୍କ ପାଇଁ ଆମେ ବର୍ଷେ ଅପେକ୍ଷା କରିଥିଲୁ’

ବଲିଉଡ ଭର୍ସାଟାଇଲ ଆକ୍ଟର ଇର୍ଫାନ ଖାନଙ୍କ ଫିଲ୍ମ ‘ଅଂଗ୍ରେଜୀ ମିଡିୟମ’କୁ ନେଇ ଚର୍ଚ୍ଚା ଚାଲିଛି। ଫିଲ୍ମର ଟ୍ରେଲର୍‌ ରିଲିଜ ହୋଇଛି। ପ୍ରଶଂସକ ତାଙ୍କ ପସନ୍ଦର ଅଭିନେତାଙ୍କୁ...

ବେବି ପ୍ଲାନିଂକୁ ନେଇ ମୁହଁ ଖୋଲିଲେ ଭିକ୍କି

ମୁମ୍ବାଇ: ବଲିଉଡ ଅଭିନେତା ଭିକ୍କି କୌଶଲ ଏବେ ଖୁବ ଚର୍ଚ୍ଚାରେ ଅଛନ୍ତି। ସେ ତାଙ୍କର ଆଗାମୀ ମୁଭି ଦି ଗ୍ରେଟ ଇଣ୍ଡିଆନ ଫ୍ୟାମିଲିର ପ୍ରମୋସନରେ ବିଜି...

ନିଜ ଝିଅକୁ ଭୟ କରନ୍ତି ଏହି ଲୋକପ୍ରିୟ ଅଭିନେତା, ଜାଣନ୍ତୁ କାହିଁକିି

ବଲିଉଡ ଅଭିନେତା ଚଙ୍କି ପାଣ୍ଡେ ନିଜର ଚମତ୍କାର ଅଭିନୟ ପାଇଁ ଜଣାଶୁଣା। ତାଙ୍କ ପରି ଝିଅ ଅନନ୍ୟା ପାଣ୍ଡେ ମଧ୍ୟ ଇଣ୍ଡଷ୍ଟ୍ରିରେ ଧୀରେ ଧୀରେ ନାଁ...

ତାମିଲ ଫିଲ୍ମ ପାଇଁ ସମ୍ମାନୀତ ହେଲେ ତାପସୀ

ମୁମ୍ବାଇ: ବଲିଉଡ୍‌ର ଚୁଲ୍‌ବୁଲି ନାୟିକା ତାପସୀ ପନ୍ନୁ ଏବେ ତାମିଲ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏବେ ନାରୀ କୈନ୍ଦ୍ରୀକ ଫିଲ୍ମ ଭଲ...

ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ଟଲିଉଡ୍‌ ଅଭିନେତ୍ରୀ ରିଚା ଗଙ୍ଗୋପାଧ୍ୟାୟ ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ସେ ଏନେଇ ସୂଚନା ଦେଇଛନ୍ତି। ଏହି ପୋଷ୍ଟରେ...

ବଢ଼ୁଛି ସାମନ୍ଥାଙ୍କ କ୍ରେଜ୍‌

‘ଫିଲ୍ମ’ ପୁଷ୍ପାର ହିନ୍ଦୀ ଭର୍ସନ ରିଲିଜ ପରେ ତାହା ବକ୍ସ ଅଫିସରେ ସବୁ ରେକର୍ଡ ଭାଙ୍ଗିଛି। ପୁଷ୍ପାର ଗୀତ ଏବଂ ଡାଇଲଗଗୁଡିକ ବର୍ତ୍ତମାନ ସୋସିଆଲ ମିଡିଆରେ...

Advertisement
Archives

Model This Week