Posted inଜାତୀୟ

ଯିଏ ୪୨୦, ସିଏ ୪୦୦ ଆସନ ଜିତିବା କଥା କହୁଛନ୍ତି: ପ୍ରକାଶ ରାଜ

ନୂଆଦିଲ୍ଲୀ,୧୮।୩: ଅଭିନେତା ପ୍ରକାଶ ରାଜ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ପ୍ରକାଶ ରାଜ କହିଛନ୍ତି, ଯେଉଁମାନେ ୪୨୦, ସେମାନେ ଆସନ୍ତା ଲୋକ ସଭା ନିର୍ବାଚନରେ ୪୦୦ଟି ସିଟ୍‌ ଜିତିବା କଥା କହୁଛନ୍ତି। ଭାଜପା ନେତାଙ୍କ ପକ୍ଷରୁ ଏଥର ୪୦୦ ପାର୍‌’ ସ୍ଲୋଗାନ ଦେଉଛନ୍ତି। ଦଳ ଲକ୍ଷ୍ୟ ଧାର୍ଯ୍ୟ କରିଛି ଯେ ଏଥର ଲୋକ ସଭା ନିର୍ବାଚନରେ ୪୦୦ ଆସନ ହାସଲ କରି ସରକାର ଗଠନ କରିବ।

କର୍ନାଟକର ଚିଗମାଙ୍ଗାଲୁରରେ ଏକ ପ୍ରେସ କ୍ଲବରେ ଯୋଗ ଦେଇ ପ୍ରକାଶ ରାଜ କହିଛନ୍ତି, ଯେଉଁମାନେ ୪୨୦, ସେମାନେ ୪୦୦ ଆସନ ବିଷୟରେ ଆଲୋଚନା କରିବେ। ସେ ଯେକୌଣସି ଦଳ ହେଉ, କଂଗ୍ରେସ କିମ୍ବା ଅନ୍ୟ କୌଣସି ଦଳ ହୁଅନ୍ତୁ, ଏହା ଆପଣ ଅହଙ୍କାରକୁ ଦର୍ଶାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏନଡିଏ ୪୦୦ଟି ସିଟ ଜିତିବା ଦାବିରେ ପ୍ରକାଶ ରାଜ ଭାଜପାକୁ ଟାର୍ଗେଟ୍‌ କରିଥିବା ସ୍ପଷ୍ଟ ଜଣାପଡୁଛି। ସେ କହିଛନ୍ତି ଯେ ଗଣତନ୍ତ୍ରରେ କୌଣସି ଦଳ ୪୦୦ କିମ୍ବା ଅଧିକ ଆସନ ଜିତିବାର କୌଣସି ସମ୍ଭାବନା ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

ବରଗଡ଼ରେ ଆଇନଶୃଙ୍ଖଳା ହୁଗୁଳା: ଅସୁରକ୍ଷିତ ମଣୁଛନ୍ତି ସହରବାସୀ

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇ ପଡ଼ିଛି। ବେଆଇନ ନିଶା କାରବାର ଯୋଗୁ ସହରରେ ଅପରାଧ ବଢ଼ି ଚାଲିଛି। ଦିନ ଦ୍ୱିପ୍ରହରେ ଘଟୁଥିବା ନିଶାଜନିତ…

ଗେରୁଆ ପତାକା ଦେଖି କାହିଁକି ରାଗିଲେ ଅମିତ ଶାହା? ଖୋଜିଲେ…

ପୁଡୁଚେରୀ,୧୧।୮: ୧୫ ଅଗଷ୍ଟ ପୂର୍ବରୁ ସାରା ଦେଶରେ ୨୦୨୬ ପାଇଁ ‘ହର ଘର ତ୍ରିରଙ୍ଗା’ (ପ୍ରତ୍ୟେକ ଘରେ ତ୍ରିରଙ୍ଗା) ଅଭିଯାନ ଆରମ୍ଭ ହୋଇଛି। ଏହି ପଦକ୍ଷେପର ଅଂଶ…

କିଏ ଏହି ଦୀପ୍ତି ଗୌର ମୁଖାର୍ଜୀ? NEET ପରୀକ୍ଷା ବିବାଦ ପରେ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୧।୮: NEET-UG ପେପର୍ ଲିକ୍ ମାମଲା ହେଉ କିମ୍ବା ଝାଡ଼ଖଣ୍ଡରେ ସରକାରୀ ନିଯୁକ୍ତିରେ ଜାଲିଆତି ଅଭିଯୋଗ, ବର୍ତ୍ତମାନ ସମୟରେ ଦେଶବ୍ୟାପୀ ଯୁବକମାନଙ୍କ ବିକ୍ଷୋଭ ଖବର ଚର୍ଚ୍ଚାରେ ରହିଛି…

ବ୍ରିଟେନ୍‌, ଫ୍ରାନ୍ସରେ ଆସୁଛି ପଞ୍ଚମ ହିଟ୍‌ଓ୍ବେଭ୍‌

ପ୍ୟାରିସ୍‌, ୧୧।୮(ପି.ଟି): ପଶ୍ଚିମ ୟୁରୋପରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦିନକୁ ଦିନ ଭୟଙ୍କର ରୂପ ନେଉଥିବାବେଳେ ବ୍ରିଟେନ ଏବଂ ଫ୍ରାନ୍ସ ଚଳିତ ମୌସୁମୀର ପଞ୍ଚମ ପ୍ରଚଣ୍ଡ ତାତି…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଲୁଚି ପଳାଇଲେ ଟ୍ରମ୍ପ! ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri