ପଞ୍ଚଭୂତରେ ବିଲୀନ ହେଲେ ରାଇମୋହନ

ପୁରୀ ଅଫିସ,୨୪।୬: ପଞ୍ଚଭୂତରେ ବିଲୀନ ହେଲେ ଅଭିନେତା ରାଇମୋହନ ପରିଡ଼ା। ପୁରୀ ସ୍ବର୍ଗଦ୍ୱାରଠାରେ ଶୁକ୍ରବାର ରାତିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସାନ ଝିଅ ଉଦିତା ତାଙ୍କୁ ମୁଖାଗ୍ନି ଦେଇଛନ୍ତି।

ପୂର୍ବାହ୍ନରେ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣୀ ପ୍ରାଚୀ ବିହାରସ୍ଥିତ ନିଜ ବାସଭବନରେ ରାଇମୋହନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ରାଇମୋହନଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତମ୍ଭୀଭୂତ କରି ଦେଇଥିବାବେଳେ ଆତ୍ମହତ୍ୟା ପଛର ରହସ୍ୟ ପାଇବାକୁ ପୋଲିସ ଖୋଳତାଡ଼ ଆରମ୍ଭ କରିଛି। ପାରିବାରିକ ଅଶାନ୍ତିରୁ ସେ ଏପରି ଚରମ ପଦକ୍ଷେପ ନେଇଥିବା ପୋଲିସ ସନ୍ଦେହ କରୁଛି। ଏନେଇ ଏକ ଅପମୃତ୍ୟୁ ମାମଲା(ନଂ.୬୦/୨୨) ରୁଜୁ କରି ବିଭିନ୍ନ ଦିଗକୁ ନେଇ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ଯୁବ ରେଡକ୍ରସ ସଚେତନତା କାର୍ଯ୍ୟକ୍ରମ: ସମାଜରୁ ଅନ୍ଧବିଶ୍ୱାସ ଦୂର କରିବାକୁ ଆହ୍ବାନ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଯୁବ ରେଡକ୍ରସ ୟୁନିଟର ଇଣ୍ଡକ୍ସନ…

ପ୍ରତିରକ୍ଷାରେ ଘରୋଇକରଣ

କେନ୍ଦ୍ର ସରକାର ଘରୋଇ ସଂସ୍ଥାଗୁଡ଼ିକ ପାଇଁ ପାରମ୍ପରିକ ମିଶାଇଲ ବା କ୍ଷେପଣାସ୍ତ୍ର ଉତ୍ପାଦନର ଦ୍ୱାର ଉନ୍ମୁକ୍ତ କରିଛନ୍ତି। ଏଣିକି ବେସରକାରୀ କମ୍ପାନୀଗୁଡ଼ିକ ‘ଅସ୍ତ୍ର’ ଏବଂ ‘ପ୍ରଳୟ’ ଭଳି…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୬ା୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ…

ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି

ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା।…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri