Odisha Elections 2024

ଅଖିଳେଶଙ୍କୁ ଭେଟିଲେ ରଜନୀକାନ୍ତ

ମୁମ୍ବାଇ/ଲକ୍ଷ୍ନୌ,୨୦।୮: ସାଉଥ ସୁପରଷ୍ଟାର ରଜନୀକାନ୍ତ ତାଙ୍କ ମୁଭି ‘ଜେଲର’ର ସକସେସ ପରେ ଏବେ ଉତ୍ତର ପ୍ରଦେଶ ଗସ୍ତରେ ଅଛନ୍ତି। ଏହି ସମୟରେ ଥଲାଇଭା ଆକ୍ଟର ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କୁ ତାଙ୍କ ଘରେ ସାକ୍ଷାତ୍‌ କରିଛନ୍ତି। ଏହାପରେ ସେ ଅଯୋଧ୍ୟା ଗସ୍ତ କରିଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ରଜନୀକାନ୍ତ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ମଧ୍ୟ ଭେଟିଥିଲେ। ରଜନୀକାନ୍ତ ଅଖିଳେଶଙ୍କୁ ଭେଟିବା ପରେ ଗଣମାଧ୍ୟମ ସହ କଥା ହୋଇଥିଲେ। ଏହି ସମୟରେ ସେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସହ ତାଙ୍କର ସାକ୍ଷାତକୁ ବହୁତ ଭଲ ବୋଲି ବର୍ଣ୍ଣନା କରିଥିଲେ ଏବଂ ରାମଲାଲାଙ୍କ ଦର୍ଶନ ପାଇଁ ବିଦାୟ ନେବାକୁ ମଧ୍ୟ ନିଶ୍ଚିତ କରିଥିଲେ।
ଗଣମାଧ୍ୟମ ସହ କଥାବାର୍ତ୍ତା କରି ରଜନୀକାନ୍ତ କହିଛନ୍ତି- ‘ମୁଁ ଅଖିଳେଶ ଯାଦବଙ୍କୁ ୯ବର୍ଷ ପୂର୍ବେ ମୁମ୍ବାଇର ଏକ କାର୍ଯ୍ୟକ୍ରମରେ ଭେଟିଥିଲି ଏବଂ ସେବେଠାରୁ ଆମେ ବନ୍ଧୁ, ଫୋନରେ କଥା ହେଉ। ୫ ବର୍ଷ ପୂର୍ବେ ଯେତେବେଳେ ମୁଁ ଶୁଟିଂ ପାଇଁ ଏଠାକୁ ଆସିଥିଲି କିନ୍ତୁ ମୁଁ ତାଙ୍କୁ ଭେଟି ପାରିଲି ନାହିଁ, ବର୍ତ୍ତମାନ ସେ ଏଠାରେ ଅଛନ୍ତି ସେଥିପାଇଁ ମୁଁ ତାଙ୍କୁ ଭେଟିଥିଲ। ଅନ୍ୟପକ୍ଷରେ, ରଜନୀକାନ୍ତ ମାୟାବତୀଙ୍କୁ ମଧ୍ୟ ଭେଟିବେ କି ନାହିଁ ପ୍ରଶ୍ନ ଉପରେ ଥାଲାଇଭା ଅଭିନେତା ମନା କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ନୁହେଁତ କାଲି ନିଶ୍ଚୟ ନେବି ପ୍ରତିଶୋଧ, କାହାଠାରୁ ପ୍ରତିଶୋଧ ନେବାକୁ କହୁଛନ୍ତି ମମତା?

କୋଲକାତା,୧୬।୫: ନିର୍ବାଚନ ପ୍ରଚାର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୂର୍ବ ମେଦିନୀପୁରର ତାମୁଲକ ଲୋକ ସଭା ନିର୍ବାଚନମଣ୍ଡଳୀରେ ପହଞ୍ଚିଥିଲେ। ଏହି ସମୟରେ, ସେ ୨୦୨୧...

ନାତି ପାଇଁ ଏଥର ଜନ୍ମଦିନ ପାଳିବେ ନାହିଁ ଦେବେଗୌଡା

ବେଙ୍ଗାଲୁରୁ,୧୬।୫: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡା ଚଳିତ ବର୍ଷ ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। ଗୁରୁବାର ସେ କହିଛନ୍ତି ଯେ ତାଙ୍କ ନାତି ତଥା...

ଦିଗବିଜୟ ପହଞ୍ଚିଲେ ସୁପ୍ରିମକୋର୍ଟ, କଂଗ୍ରେସ କହିଲା ପରିଣାମ ପୂର୍ବରୁ ଘାବରେଇଲାଣି ଭାଜପା

ନୂଆଦିଲ୍ଲୀ,୧୬।୫: ରାଜଭର ଷ୍ଟ୍ରଙ୍ଗରୁମରେ ସିମ୍ବଲ ଲୋଡିଂ ୟୁନିଟ (SLU) ନ ମିଳିବା ସମ୍ପର୍କରେ ଦିଗବିଜୟ ସିଂ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। କଂଗ୍ରେସ କହିଛି ଯେ ଫଳାଫଳ...

ସମାଜବାଦୀ ପାର୍ଟିକୁ ବଡ ଝଟ୍‌କା

ମଉ,୧୬।୫: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ସଦସ୍ୟ ତଥା ଦଳର ଜାତୀୟ ସଚିବ ରାମହରି ଚୌହାନ ବୁଧବାର ପାର୍ଟିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଲୋକ ସଭା...

ଭାଜପାର ଖେଳ ବିଗାଡିଦେଲେ ରାଜା ଭାୟା

ନୂଆଦିଲ୍ଳୀ,୧୬।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପୂର୍ବରୁ ଉତ୍ତରପ୍ରଦେଶରେ ରାଜନୈତିକ ହଲଚଲ ତୀବ୍ର ହୋଇଛି। ଏହର ସବୁଠାରୁ ବଡ କାରଣ ହେଉଛି ରାଜ ଭାୟା।...

ମୁମ୍ବାଇ ରାଲିରେ ସାମିଲ ହେବେ ନାହିଁ ମମତା, ଅଖିଳେଶ କି ଗାନ୍ଧୀ ପରିବାରର କୌଣସି ସଦସ୍ୟ

ନୂଆଦିଲ୍ଲୀ,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ ଶୋ ଏବଂ ରାଲି ପରେ ଏବେ ବିରୋଧୀ ଇଣ୍ଡିଆ ଆଲାଏନ୍ସ ମଧ୍ୟ ଦେଶର ଆର୍ଥିକ ରାଜଧାନୀରେ ଏକ ମେଗା...

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ: ଓହ୍ଲାଇଲେ ଯାତ୍ରୀ

ନୂଆଦିଲ୍ଲୀ,୧୬।୫: ଆଇଜିଆଇ ବିମାନ ବନ୍ଦରରେ ଦିଲ୍ଲୀ-ଭଡୋଦରା ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ ଖେଳିଯାଇଛି। ଜଣେ କ୍ରୁ ସଦସ୍ୟ ବିମାନର ଶୌଚାଳୟରେ ବୋମା ଶବ୍ଦ ଲେଖାଥିବା...

ଅମିତ ଶାହାଙ୍କ ଚେତାବନୀ, ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କର ଓଲଟା ଲଟକେଇ..

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ବିହାରର ମଧୁବନୀରେ ଏକ ରାଲିରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri