ନିଜଠାରୁ ୧୦ ବର୍ଷର ସାନ ବାନ୍ଧବୀ ଲୀନାଙ୍କୁ ବିବାହ କରିବେ ରଣଦୀପ ହୁଡା!

ମୁମ୍ବାଇ: ବଲିଉଡ ଅଭିନେତା ରଣଦୀପ ହୁଡା ବିବାହ କରିବାକୁ ଯାଉଛନ୍ତି। ଦୀର୍ଘ ସମୟର ବାନ୍ଧବୀ ଲିନ୍ ଲୈଶ୍ରାମଙ୍କ ସହ ଖୁବଶୀଘ୍ର ବିବାହ କରିବେ ବୋଲି ଆଲୋଚନା ଜୋର ଧରିଛି। ମିଡିଆ ରିପୋର୍ଟ ଅନୁଯାୟୀ ଚଳିତ ମାସ ଶେଷରେ ରଣଦୀପ ବିବାହ କରିବେ। ତେବେ ରଣଦୀପଙ୍କ ବିବାହ ତାରିଖ ଏପର୍ଯ୍ୟନ୍ତ ଜଣାପଡିନାହିଁ।

ଇଟାଇମ୍ସ ରିପୋର୍ଟ ଅନୁଯାୟୀ, ରଣଦୀପ ହୁଡା ଏବଂ ଲିନଙ୍କ ବିବାହରେ କେବଳ ତାଙ୍କ ପରିବାର ଏବଂ କିଛି ଘନିଷ୍ଠ ବନ୍ଧୁ ଯୋଗଦେବେ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରଣଦୀପ ତାଙ୍କ ବିବାହ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରିବାକୁ ଚାହୁଁନାହାଁନ୍ତି। ବିବାହ ପରେ ହିଁ ସେ ଏହାର ଅଫିସିଆଲ୍ ଘୋଷଣା କରିବେ ବୋଲି ଅଭିନେତା କହିଛନ୍ତି।

କିଛି ଦିନ ପୂର୍ବରୁ ରଣଦୀପ ତାଙ୍କ ପ୍ରେମିକାଙ୍କ ସହ ଇନଷ୍ଟାଗ୍ରାମରେ ଏକ ଫଟୋ ସେୟାର କରି ତାଙ୍କ ସମ୍ପର୍କକୁ ନିଶ୍ଚିତ କରିଥିଲେ। ସେ ଲିନଙ୍କ ଜନ୍ମଦିନରେ ଏକ ପ୍ରେମ ଭରା ପୋଷ୍ଟ ସେୟାର କରି ଉଭୟଙ୍କ ମଧ୍ୟରେ ଥିବା ସମ୍ପର୍କକୁ ନିଶ୍ଚିତ କରିଥିଲେ। ରଣଦୀପଙ୍କ ଗର୍ଲଫ୍ରେଣ୍ଡ ମଣିପୁରର ଅଟନ୍ତି। ଲିନ ମଡେଲିଂ ସହିତ ଅଭିନୟ ମଧ୍ୟ କରନ୍ତି। ତେବେ ରଣଦୀପଙ୍କଠାରୁ ସେ ପ୍ରାୟ ୧୦ ବର୍ଷ ସାନ ହେବେ।

 


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri