୬୨ ବର୍ଷ ବୟସରେ ‘ଦ୍ୱିତୀୟ ବିବାହ’ କରିବେ ଏହି ଅଭିନେତା, ୧୦ ବର୍ଷ ସାନ ଅଭିନେତ୍ରୀଙ୍କୁ… 

ମୁମ୍ବାଇ: ବୟସ ହେଲାଣି ୬୨। ହେଲେ ବିବାହ କରିବାକୁ ମନ ବଳାଇଛନ୍ତି ଭେଟେରାନ ଅଭିନେତା ସଞ୍ଜୟ ମିଶ୍ରା। କେବଳ ସେତିକି ନୁହେଁ ନିଜଠାରୁ ୧୦ ବର୍ଷ ସାନ ଅଭିନେତ୍ରୀଙ୍କ ସେ ହାତ ଧରିବେ। ଏନେଇ ଜଣାପଡ଼ିବା ପରେ ପ୍ରଶଂସକ ଚକିତ ହୋଇଛନ୍ତି। ଅଭିନେତ୍ରୀ ଜଣଙ୍କ କିଏ ତାହା ଜାଣିବା ଲାଗି ଉତ୍ସୁକତା ବଢ଼ିଛି।
ଯଦି ଆପଣ ଭାବୁଛନ୍ତି ଏହା ତାଙ୍କ ବ୍ୟକ୍ତିଗତ ଜୀବନରେ ଘଟୁଛି ତେବେ ତାହା ଭୁଲ। କାରଣ ସେ ତାଙ୍କ ଆଗାମୀ ଫିଲ୍ମ‘ଦୁର୍ଲଭ ପ୍ରସାଦଙ୍କ ଦୁସରି ଶାଦି’ରେ ସେଭଳି ଏକ ଚରିତ୍ରରେ ନଜର ଆସିବେ। ଫିଲ୍ମର ଫାଷ୍ଟ ଲୁକ୍‌ ଜାରି କରାଯାଇଛି। ଏହାକୁ ଦେଖି ପ୍ରଶଂସକ ବେଶ ଖୁସିବ୍ୟକ୍ତ କରୁଛନ୍ତି।
ଏକଦା ସଞ୍ଜୟ ମିଶ୍ରା ସପୋର୍ଟିଂ ଭୂମିକାରେ କାମ କରୁଥିଲେ। ହେଲେ ଏବେ ତାଙ୍କୁ ଲିଡ୍‌ ରୋଲରେ ଦେଖିବାକୁ ମିଳିବ। ତାଙ୍କ ବିପକ୍ଷରେ ମହିମା ଚୌଧୁରୀ ସ୍କ୍ରିନ ଶେୟାର କରିବେ। ଖୁବ୍‌ଶୀଘ୍ର ଫିଲ୍ମଟି ପରଦାକୁ ଆସିବ ବୋଲି ନିର୍ମାତା ଜଣାଇଛନ୍ତି।

 

View this post on Instagram

 

A post shared by Sanjay Mishra (@imsanjaimishra)

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri