Posted inଜାତୀୟ

ପର୍ନ ଫିଲ୍ମ ମାମଲା: ରାଜ କୁନ୍ଦ୍ରା ଗିରଫ

ମୁମ୍ବାଇ,୧୯।୭: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ବିଶିଷ୍ଟ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ମୁମ୍ବାଇ ପୋଲିସ ସୋମବାର ରାତିରେ ଗିରଫ କରିଛି। ସେ ଅଶ୍ଳୀଳ ଫିଲ୍ମ (ପର୍ନ) ପ୍ରସ୍ତୁତ କରି ଏହାକୁ ବିଭିନ୍ନ ମୋବାଇଲ ଆପ୍‌ରେ ଛାଡୁଥିବା ଅଭିଯୋଗ ରହିଛି। ତାଙ୍କ ବିରୋଧରେ ଗତ ଫେବୃୟାରୀରେ ମାମଲା ରୁଜୁ ହୋଇଥିଲା ବୋଲି ମୁମ୍ବାଇ ପୋଲିସ କମିଶନର ହେମନ୍ତ ନଗ୍ରାଲେ କହିଛନ୍ତି। କ୍ରାଇମ୍‌ ବ୍ରାଞ୍ଚ-ସିଆଇଡି ଏହାର ତଦନ୍ତ ଚଳାଇଥିଲା। କୁନ୍ଦ୍ରା ମୁଖ୍ୟ ଷଡ଼ଯନ୍ତ୍ରକାରୀ ବୋଲି ତଦନ୍ତରୁ ଜଣାପଡ଼ିବା ପରେ ତାଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ କୋଟି ଭାରତୀୟଙ୍କ ପାଖରେ ହାତଧୁଆ ସୁବିଧା ନାହିଁ: କରୋନା ସଂକ୍ରମଣ ଆଶଙ୍କା ଅଧିକ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଭାରତର ୫ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ଉପଯୁକ୍ତ ଭାବେ ହାତ ଧୋଇବାର ସୁବିଧା ଉପଲବ୍ଧ ନୁହେଁ ବୋଲି ଏକ ଅଧ୍ୟୟନରୁ ଜଣାପଡିଛି। ତେଣୁ...

ଏୟାର କମାଣ୍ଡର ଅଭିନନ୍ଦନଙ୍କ ସାହସିକତାକୁ ପାଠ ବହିରେ ପଢିବେ ଛାତ୍ରୀଛାତ୍ର

ଜୟପୁର, ୧୬।୫: ଭାରତୀୟ ବାୟୁସେନାର ଓିଙ୍ଗ କମାଣ୍ଡର ଅଭିନନ୍ଦନ ବଥର୍ର୍ମାନଙ୍କ ବାହାଦୂରୀକୁ ଏବେ ଛାତ୍ରୀଛାତ୍ର ପାଠ ବହିରେ ପଢିବେ ବୋଲି ରାଜସ୍ଥାନ ସରକାର ନିଷ୍ପତ୍ତି ନେଇଛନ୍ତି।...

ମୋଦିଙ୍କ ରଥ ରୋକିବା ପାଇଁ ସୋନିଆଙ୍କ ପ୍ରସ୍ତୁତି: ବିରୋଧୀ ନେତାଙ୍କୁ କଲେ ଫୋନ୍‌ !

ନୂଆଦିଲ୍ଲୀ,୧୫।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ମତଦାନ ବାକି ରହିଛି। ଏହା ମେ ୧୯ରେ ହେବ। ପରେ ମେ ୨୩ରେ ଭୋଟ ଗଣତି କରାଯିବ।...

ଝିଅକୁ ବଳାତ୍କାର କଲେ ବାପା, ଜାଣିବା ପରେ ଏମିତି କଲେ ଭାଇ

ଯୋଧପୁର,୫।୯: ରାଜସ୍ଥାନର ଜାଲୋର ଜିଲାରେ ଜଣେ ବ୍ୟକ୍ତି ତାଙ୍କ ନାବାଳିକା ଝିଅକୁ ବଳାତ୍କାର କରିଥିଲେ। ଏହା ଜାଣିବା ପରେ ପୀଡ଼ିତାଙ୍କ ଭାଇ ଆତ୍ମହତ୍ୟା କରିଥିବା ଘଟଣା...

ସୁପ୍ରିମକୋର୍ଟରେ ରିପୋର୍ଟ ଦାଖଲ କଲା ସିବିଆଇ: ମୁଜାଫରପୁର ଆଶ୍ରୟ ଗୃହରେ ହୋଇନି ଅନ୍ତେବାସୀଙ୍କ ହତ୍ୟା

ନୂଆଦିଲ୍ଲୀ, ୯ା୧: ବିହାରର ବହୁଚର୍ଚ୍ଚିତ ମୁଜାଫରପୁର ଆଶ୍ରୟ ଗୃହରୁ ଯୁବତୀ ନିଖୋଜ ଏବଂ ହତ୍ୟା ମାମଲାରେ ବୁଧବାର କେନ୍ଦ୍ରୀୟ ତଦନ୍ତକାରୀ ବ୍ୟୁରୋ (ସିବିଆଇ) ସୁପ୍ରିମକୋର୍ଟରେ ରିପୋର୍ଟ...

ମନ୍ଦିର ନିର୍ମାଣ ପାଇଁ ରାମଜନ୍ମଭୂମି ନ୍ୟାସକୁ ୫୧ ହଜାରର ଚେକ୍‌ ପ୍ରଦାନ କଲା ଶିହା ଓ୍ବାକଫ୍‌ ବୋର୍ଡ

ଲକ୍ଷ୍ନୌ,୧୪।୧୧: ଅଯୋଦ୍ଧାରେ ମନ୍ଦିର ନିର୍ମାଣ ପାଇଁ ରାମଜନ୍ମଭୂମି ନ୍ୟାସକୁ ଶିହା ଓ୍ବାକଫ୍‌ ବୋର୍ଡ ପକ୍ଷରୁ ୫୧ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଶିହା ଓ୍ବାକଫ୍‌...

ଜିନ୍ସ ପିନ୍ଧିବାରୁ ଝିଅକୁ ପିଟି ପିଟି ମାରିଦେଲେ

ଲକ୍ଷ୍ନୌ, ୨୩ା୭: ଜିନ୍ସ ପିନ୍ଧିବା କାରଣରୁ ୧୭ ବର୍ଷୀୟ ନାବାଳିକାଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ପରିବାର ଲୋକେ। ଉତ୍ତରପ୍ରଦେଶର ଦେଓରିଆ ଜିଲାରେ ଘଟିଛି ଏଭଳି...

ହିନ୍ଦୁ ନବବର୍ଷ ଅବା ରାମ ନବମୀରେ ପଡ଼ିବ ରାମମନ୍ଦିର ମୂଳଦୁଆ: ସହମତି ପ୍ରକାଶ କଲା ଆର୍‌ଏସ୍‌ଏସ୍‌

ନୂଆଦିଲ୍ଲୀ,୧୧।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କରାଯିବା ପାଇଁ ଯୋଜନା ଆରମ୍ଭ ହୋଇଛି। ମନ୍ଦିରର ମୂଳଦୁଆ ହିନ୍ଦୁ ନବବର୍ଷ ଅବା ରାମ ନବମୀରେ ପଡ଼ିବ ବୋଲି ସନ୍ଥମାନଙ୍କ...

Advertisement


Archives

Model This Week