Posted inଜାତୀୟ

ଭାଜପା ପ୍ରାର୍ଥୀଙ୍କ ଗାଡ଼ି ଉପରେ ଆକ୍ରମଣ

କୋଲକାତା, ୪ା୪: ଅଭିନେତ୍ରୀ ତଥା ପଶ୍ଚିମବଙ୍ଗର ବେହଲା ଆସନ ଭାଜପା ପ୍ରାର୍ଥୀ ପାୟଲ ସରକାରଙ୍କ ଗାଡ଼ି ଉପରେ ରବିବାର ତୃଣମୂଳ କଂଗ୍ରେସ(ଟିଏମ୍‌ସି) ସମର୍ଥକମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପ୍ରଚାର ବେଳେ ବେହଲାର ଠାକୁରପୁର ଅଞ୍ଚଳରେ ଏହି ଘଟଣା ଘଟିଛି। ତେବେ ଭାଜପା ପକ୍ଷରୁ ଏ ନେଇ କୌଣସି ବିବୃତ୍ତି ରଖାଯାଇନାହିଁ। ଗତ ଫେବୃୟାରୀରେ ପାୟଲ ଭାଜପାରେ ଯୋଗ ଦେଇଥିଲେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଓ୍ବାଇ ସିକ୍ୟୁରିଟି ଯୋଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri