ଅଭିନେତା ଉତ୍ତମ ମହାନ୍ତି ଗୁରୁତର: ହସ୍ପିଟାଲ୍‌ରେ ଭର୍ତ୍ତି

ଭୁବନେଶ୍ୱର,୮।୨: ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର ଅଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କୁ ଭର୍ତ୍ତି କରାଯାଇଛି। ସେ ଆଇସିୟୁ ଚିକିତ୍ସିତ ହେଉଥିବା ନେଇ ସୂଚନା ମିଳିଛି।
ଉତ୍ତମ ମହାନ୍ତି ଓଡ଼ିଶା ସିନେ ଇଣ୍ଡଷ୍ଟ୍ରୀ ଜଣେ କିମ୍ବଦନ୍ତୀ ଅଭିନେତା। ୧୯୭୭ରେ ସେ ଅଭିମାନ ଫିଲ୍ମ ଜରିଆରେ ଓଲିଉଡ୍‌ରେ ଡେବ୍ୟୁ କରିଥିଲେ।
ମୟୂରଭଞ୍ଜ ଜିଲାର ବାରିପଦାଠାରେ ଜନ୍ମ ହୋଇଥିଲେ ଉତ୍ତମ ମହାନ୍ତି। ସେ ୧୩୫ଟି ଓଡ଼ିଆ, ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିସାରିଛନ୍ତି। ଅଭିନେତ୍ରୀ ଅପରାଜିତାଙ୍କୁ ସେ ବିବାହ କରିଥିଲେ। ଉଭୟଙ୍କ ପୁଅ ବାବୁସାନ ମଧ୍ୟ ଜଣେ ଆଗଧାଡିର ଅଭିନେତା।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କୌଣସି ପ୍ରମାଣ ନାହିଁ…CBI କ୍ଲୋଜର୍‌ ରିପୋର୍ଟରେ କ’ଣ କ’ଣ ଅଛି?

ନୂଆଦିଲ୍ଲୀ, ୨୩।୩: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ୨ଟି ମାମଲାକୁ ଶନିବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିଛି। ବିଭିନ୍ନ...

ଆଉ ୩ ଦିନ କାଳବୈଶାଖୀ, ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୩ା୩(ଅନୁରାଧା ମହାରଣା): ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବାରିପଦାରେ ସର୍ବାଧିକ...

ନିଷ୍କ୍ରିୟ ମୋବାଇଲ ନମ୍ବରରେ ଏପ୍ରିଲ ୧ରୁ ମିଳିବନି ୟୁପିଆଇ ସେବା

ଭୁବନେଶ୍ୱର,୨୩ା୩(ଅନୁରାଧା ମହାରଣା): ଆର୍ଥିକ ଠକେଇ ରୋକିବା ପାଇଁ ୟୁନିଫାଏଡ୍‌ ପେମେଣ୍ଟସ୍‌ ଇଣ୍ଟରଫେସ୍‌(ୟୁପିଆଇ) ସହ ଜଡ଼ିତ ଅନେକ ନିୟମ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ବ୍ୟାଙ୍କରେ ଲିଙ୍କ୍‌...

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଟାଙ୍ଗିଆରେ ହାଣି ୨ ମହିଳାଙ୍କୁ ହତ୍ୟା

ହେମଗିର,୨୨।୩(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ତୁମୁଲିଆରେ ଶନିବାର ସନ୍ଧ୍ୟାରେ ୨ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେମାନେ ହେଲେ ବିଳାସିନୀ...

କାଳବୈଶାଖୀ: ଗଛପଡ଼ି ଗର୍ଭବତୀଙ୍କ ଚାଲିଗଲା ଜୀବନ

ଭବାନୀପାଟଣା,୭ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ସହ ପବନ ହୋଇଥିଲା। ପବନ ଯୋଗୁ ଅନେକ ସ୍ଥାନରେ ବଡ...

ଜଙ୍ଗଲରୁ ମଣିଷ କଙ୍କାଳ ଠାବ: ହତ୍ୟା ପରେ ପୋଡି ଦିଆଯାଇଥିବା ସନ୍ଦେହ

ସୋରଡ଼ା,୨୨ା୩ (ରଜନୀ ମହାପାତ୍ର ): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହୋଇଛି। ହତ୍ୟା ପରେ ମୃତଦେହ...

ଜାତୀୟ ରାଜପଥରେ ଓଲଟିଲା ବସ୍‌: ୮ ଆହତ

ଖୋର୍ଦ୍ଧା ,୨୨।୩: ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ପାଇକକୁଶଡିହ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଘରୋଇ ବସ୍‌...

ଆର୍ଥ ଆଓ୍ବାର: ଘଣ୍ଟାଏ ପାଇଁ ଚାରିଆଡ ଅନ୍ଧାର

ଭୁବନେଶ୍ୱର,୨୨ା୩: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମାର୍ଚ୍ଚ ମାସ ଶେଷ ଶନିବାର ଆର୍ଥ ଆଓ୍ବାର ଭାବେ ପାଳନ କରାଯାଏ। ଏବର୍ଷର ବିଷୟବସ୍ତୁ ରହିଛି ‘ୟୁନାଇଟେଡ୍‌ ଫର୍‌...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri