ସ୍ତ୍ରୀଙ୍କର ବିନା ପୋଷାକ ପେଣ୍ଟିିଂ କରି ଚର୍ଚ୍ଚାରେ ଥିଲେ ଏହି ଅଭିନେତା…

ମୁମ୍ବାଇ, ୧୦।୧୨: ବଲିଉଡ୍‌ ଅଭିନେତା ଅଶୋକ କୁମାରଙ୍କର ପୁଣ୍ୟତିଥି ଗୁରୁବାର ପାଳିତ ହେଉଛି। ୨୦୦୧ ଡିସେମ୍ବର ୧୦ ତାରିଖରେ ସେ ଦେହତ୍ୟାଗ କରିଥିଲେ। ୧୯୧୧ ଅକ୍ଟୋବର ୧୩ରେ ତାଙ୍କର ଜନ୍ମ ହୋଇଥିଲା। ଅଶୋକ କୁମାର ଜଣେ ଆଗଧାଡ଼ିର ଅଭିନେତା ସହିତ ଭଲ ପେଣ୍ଟର ମଧ୍ୟ ଥିଲେ। ସେ ନିଜ ଜୀବନ କାଳମଧ୍ୟରେ ୩ଶହରୁ ଅଧିକ ପେଣ୍ଟିଂ କରିଥିଲେ। ସେସବୁ ପେଣ୍ଟିଂରେ ସ୍ତ୍ରୀ ଶୋଭା ଦେବୀଙ୍କର କୌଣସି ପୋଷାକ ପିନ୍ଧି ନ ଥିବା ଏକ ଚିତ୍ର ମଧ୍ୟ ଥିଲା। ପରବର୍ତ୍ତୀ ସମୟରେ ଅଶୋକଙ୍କ ଝିଅ ଭାରତୀ ଏସବୁ ପେଣ୍ଟିଂ କଲେକସନ୍‌ କରି ଏହାର ଏକ ପ୍ରଦର୍ଶନୀ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri