ସ୍ତ୍ରୀଙ୍କର ବିନା ପୋଷାକ ପେଣ୍ଟିିଂ କରି ଚର୍ଚ୍ଚାରେ ଥିଲେ ଏହି ଅଭିନେତା…

ମୁମ୍ବାଇ, ୧୦।୧୨: ବଲିଉଡ୍‌ ଅଭିନେତା ଅଶୋକ କୁମାରଙ୍କର ପୁଣ୍ୟତିଥି ଗୁରୁବାର ପାଳିତ ହେଉଛି। ୨୦୦୧ ଡିସେମ୍ବର ୧୦ ତାରିଖରେ ସେ ଦେହତ୍ୟାଗ କରିଥିଲେ। ୧୯୧୧ ଅକ୍ଟୋବର ୧୩ରେ ତାଙ୍କର ଜନ୍ମ ହୋଇଥିଲା। ଅଶୋକ କୁମାର ଜଣେ ଆଗଧାଡ଼ିର ଅଭିନେତା ସହିତ ଭଲ ପେଣ୍ଟର ମଧ୍ୟ ଥିଲେ। ସେ ନିଜ ଜୀବନ କାଳମଧ୍ୟରେ ୩ଶହରୁ ଅଧିକ ପେଣ୍ଟିଂ କରିଥିଲେ। ସେସବୁ ପେଣ୍ଟିଂରେ ସ୍ତ୍ରୀ ଶୋଭା ଦେବୀଙ୍କର କୌଣସି ପୋଷାକ ପିନ୍ଧି ନ ଥିବା ଏକ ଚିତ୍ର ମଧ୍ୟ ଥିଲା। ପରବର୍ତ୍ତୀ ସମୟରେ ଅଶୋକଙ୍କ ଝିଅ ଭାରତୀ ଏସବୁ ପେଣ୍ଟିଂ କଲେକସନ୍‌ କରି ଏହାର ଏକ ପ୍ରଦର୍ଶନୀ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହେଶ ବାବୁ କରୋନା ପଜିଟିଭ୍‌

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ମହେଶ ବାବୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ସେ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ସାମାନ୍ୟ ଲକ୍ଷଣ...

ହସ୍ପିଟାଲରୁ ପ୍ରଥମ ଫଟୋ ଶେୟାର କଲେ କମେଡି କୁଇନ୍‌

ମୁମ୍ବାଇ: ମା’ ହେବା ଜୀବନର ସବୁଠାରୁ ବିଶେଷ ଅନୁଭବ। ୯ ମାସ ପର୍ଯ୍ୟନ୍ତ ଶିଶୁକୁ ଗର୍ଭରେ ଧାରଣ କରି ଯେତେବେଳେ ମା’ ନିଜ ସନ୍ତାନକୁ ଜନ୍ମ...

ହସ୍ପିଟାଲରେ ଋଷି କପୁର, ଦେଖିବାକୁ ଗଲେ ରଣବୀର-ଆଲିଆ

ବଲିଉଡ ଅଭିନେତା ଋଷି କପୁର ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏକ ବିବାହ କାର୍ଯ୍ୟକ୍ରମରେ ଯୋଗଦେବା ସମୟରେ ହଠାତ୍‌ ତାଙ୍କ ସ୍ବାସ୍ଥବସ୍ଥା ଖରାପ ହେବାକୁ...

ସୁଶାନ୍ତଙ୍କ ମୃତ୍ୟୁ ପରେ କାହିଁକି ଚୁପ୍‌ ଥିଲେ ଧୋନୀ

ମହେନ୍ଦ୍ର ସିଂ ଧୋନୀ, ଏହି ନାମରୁ ପରିଚୟ ବାରି ହୋଇପଡେ॥ ଧୋନୀ ମାନସିକ ସ୍ତରରେ କେତେ ଶକ୍ତିଶାଳୀ ତାହା ମଧ୍ୟ ତାଙ୍କ କ୍ରିକେଟ ନେତୃତ୍ୱରୁ ଜଣାପଡେ।...

ପୁଅର ଜନ୍ମଦିନରେ ଭାବପ୍ରବଣ ହେଲେ ଅମିତାଭ ବଚ୍ଚନ, କହିଲେ ଏମିତି

ବଲିଉଡ୍‌ ଅଭିନେତା ଅଭିଷେକ ବଚ୍ଚନ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ଏଥିରେ ସାମିଲ ହୋଇଛନ୍ତି ଅଭିଷେକଙ୍କ...

ବଲିଉଡ୍‌ରେ ରବୀନାଙ୍କ ୩୦ ବର୍ଷ

ମୁମ୍ବାଇ: ଅଭିନେତ୍ରୀ ରବୀନା ଟଣ୍ଡନ ବଲିଉଡ୍‌ରେ ୩୦ ବର୍ଷ ପୂରା କରିଛନ୍ତି। ୧୯୯୧ରେ ରିଲିଜ ହୋଇଥିବା ଫିଲ୍ମ ‘ପଥର କେ ଫୁଲ୍‌’ରେ ସେ ପ୍ରଥମଥର କାମ...

ଜାଣନ୍ତୁ କିପରି ଆରମ୍ଭ ହୋଇଥିଲା ଜୟା-ଅମିତାଭଙ୍କ ଲଭ୍‌ଷ୍ଟୋରି

ଜୟା ଏବଂ ଅମିତାଭ ବଚ୍ଚନଙ୍କର ଆଜି ହେଉଛି ୪୬ ତମ ବିବାହ ବାର୍ଷିକୀ। ବିବାହ ସମୟର କିଛି ପୂରୁଣା ଫଟୋକୁ ସୋସିଆଲ ମିଡିଆରେ ଅମିତାଭ ଶେୟାର...

‘ଜୀବନରେ ଦୁଇ ଆଦର୍ଶ ପୁରୁଷଙ୍କୁ ଭେଟିଛି’

ଆଜି ପିତୃଦିବସ। ଏହି ଅବସରରେ ଅନେକ ବଲିଉଡ୍‌ ସେଲିବ୍ରିଟି ସୋସିଆଲ ମିଡିଆରେ ଫଟୋ ଶେୟାର କରି ନିଜ ପିତାଙ୍କୁ ମନେ ପକାଇଛନ୍ତି। ଏଥିରେ ସାମିଲ ଅଛନ୍ତି...

Advertisement
Archives

Model This Week