ଚିନ୍ତାରେ ଆଲିଆ

ବଲିଉଡ ଅଭିନେତା ରଣବୀର କପୁରଙ୍କ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏବେ ଫିଲ୍ମ ନିର୍ମାତା ସଞ୍ଜୟ ଲୀଲା ଭନସାଲୀ ମଧ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାକୁ ନେଇ ଚିନ୍ତାରେ ପଡିଯାଇଛନ୍ତି ଅଭିନେତ୍ରୀ ଆଲିଆ ଭଟ୍ଟ। ସଞ୍ଜୟ ଲୀଲା ଭନସାଲୀ କରୋନା ପଜିଟିଭ ହେବା ପରେ ତାଙ୍କ ଆଗାମୀ ଫିଲ୍ମ ‘ଗଙ୍ଗୁବାଇ କାଠିଆୱାଡି’ର ଶୁଟିଂ ବନ୍ଦ ରହିଛି। ଏବେ ଫିଲ୍ମ ଅନ୍ୟ କଳାକାରମାନେ ମଧ୍ୟ କରୋନା ଆକ୍ରାନ୍ତ ହେବା ସମ୍ଭାବନା ରହିଛି। ଏହି ଫିଲ୍ମରେ ଆଲିଆ ଭଟ୍ଟ ମୁଖ୍ୟ ଭୂମିକାରେ ଅଭିନୟ କରୁଛନ୍ତି। ସଞ୍ଜୟ କରୋନା ପଜିଟିଭ୍‌ ଚିହ୍ନଟ ପରେ ଆଲିଆ ମଧ୍ୟ ନିଜର କରୋନା ଟେଷ୍ଟ କରିବେ ବୋଲି ଜଣାପଡିଛି।
୍‌ନିକଟରେ ସଞ୍ଜୟ ଲୀଲା ଭନସାଲୀ ତାଙ୍କ ଜନ୍ମଦିନ ପାଳନ କରିଥିଲେ। ଏଥିରେ ଆଲିଆ ଭଟ୍ଟଙ୍କୁ ମଧ୍ୟ ଦେଖିବାକୁ ମିଳିଥିଲା। ଏହି ଅବସରରେ ଗଙ୍ଗୁବାଇ କାଠିଆୱାଡି ଫିଲ୍ମର ଟିଜର ମୁକ୍ତିଲାଭ କରିଥିଲା। ଟିଜରରେ ଆଲିଆ ଭଟ୍ଟଙ୍କୁ ତାଙ୍କ କ୍ୟାରିୟରର ସବୁଠାରୁ ଶକ୍ତିଶାଳୀ ରୂପରେ ଦେଖିବାକୁ ମିଳିଛି। ୧ ମିନିଟ ୩୦ ସେକେଣ୍ଡର ଏକ ଟିଜରକୁ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri