ଅଭିନେତ୍ରୀ ଅନନ୍ୟା ପାଣ୍ଡେ ଗାଇଲେ ଏମିତି ଗୀତ, ଭଉଣୀଙ୍କ କାନରୁ ବାହାରିଲା ରକ୍ତ

ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ବ୍ୟକ୍ତିଗତ ହେଉ କି ବୃତ୍ତିଗତ ଜୀବନ ବିଷୟରେ ସେ ପ୍ରଶଂସକମାନଙ୍କୁ ସୂଚନା ଦିଅନ୍ତି। ନିକଟରେ ଅନନ୍ୟା ନିଜ ଇନଷ୍ଟାଗ୍ରାମରେ ତାଙ୍କ ପିଲାଦିନର ଏକ ଅତି ସୁନ୍ଦର ଫଟୋ ଶେୟାର କରିଥିଲେ। ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଅଭିନୟ ବ୍ୟତୀତ ଅନନ୍ୟା ଗୀତ ଗାଇବାକୁ ବହୁତ ପସନ୍ଦ କରନ୍ତି। କିନ୍ତୁ ତାଙ୍କ ଗୀତ ଗାଇବାକୁ ନେଇ ତାଙ୍କ ଭଉଣୀ ଆଦୌ ଖୁସି ନାହାନ୍ତି। ଅନନ୍ୟାଙ୍କ ଗୀତ ଶୁଣି ତାଙ୍କ ଭଉଣୀ ରାଇସାଙ୍କ କାନରୁ ରକ୍ତସ୍ରାବ ହେଉଛି। ଅନନ୍ୟା ନିଜ ଇନଷ୍ଟାଗ୍ରାମରେ ଏକ ଚାଟର ସ୍କ୍ରିନଶଟ୍‌ ଶେୟାର କରିଛନ୍ତି। ଯେଉଁଥିରେ ରାଇସା ତାଙ୍କ ବଡ଼ ଭଉଣୀକୁ ମେସେଜ କରିଛନ୍ତି ଗୀତ ବନ୍ଦ କର, ମୋ କାନରୁ ରକ୍ତ ବାହାରୁଛି। ଅନନ୍ୟା ତାଙ୍କ ଭଉଣୀଙ୍କ ଚାଟ୍‌କୁ ଶେୟାର କରି ଏକ ମଜାଳିଆ ଉତ୍ତର ବି ଦେଇଛନ୍ତି। ସେ କହିଛନ୍ତି ତୁମ ସହ ଚାଟ କରିବାକୁ ସବୁବେଳେ ଭଲ ଲାଗେ। ଇନଷ୍ଟାଙ୍କ ଅନନ୍ୟାଙ୍କ ଷ୍ଟାଟସ୍‌ ଦେଖିବା ପରେ ପ୍ରଶଂସକ ମଜାଳିଆ କମେଣ୍ଟ ଦେଇଛନ୍ତି। ଅଭିନେତା ଚଙ୍କି ପାଣ୍ଡେଙ୍କ ଝିଅ ଅନନ୍ୟା ଷ୍ଟୁଡେଣ୍ଟ ଅଫ୍‌ ଦ ଇୟର୍‌-୨ରୁ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହା ହିଟ୍‌ ସାବ୍ୟସ୍ତ ହୋଇଥିଲା। ପରେ ସେ ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦେଇ ଚାଲିଛନ୍ତି।

Ananya Panday


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri