Advertisement

ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତ୍ରୀ ଏଣ୍ଡ୍ରିଲା ଶର୍ମା

ଲୋକପ୍ରିୟ ଅଭିନେତ୍ରୀ ଏଣ୍ଡ୍ରିଲା ଶର୍ମାଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହଠାତ୍‌ ତାଙ୍କ ଅବସ୍ଥା ବିଗିଡିଯିବାରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଏବଂ ବର୍ତ୍ତମାନ ତାଙ୍କ ଅବସ୍ଥା ଗୁରୁତର ରହିଥିବା ସୂଚନା ମିଳିଛି।
ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ଆଣ୍ଡ୍ରିଲା କର୍କଟ ଭଳି ମାରାତ୍ମକ ରୋଗ ସହିତ ଯୁଦ୍ଧରେ ଦୁଇଥର ଜିତିଛନ୍ତି। ଏବେ ହଠାତ୍‌ ତାଙ୍କ ଅବସ୍ଥା ପୁଣି ଖରାପ ହୋଇଯାଇଛି। ତାଙ୍କୁ ଏବେ ଭେଣ୍ଟିଲେଟରକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ଜର୍ସି ଉପରେ ମତ ଦେଇ ଟ୍ରୋଲ ହେଲେ ଏହି ଅଭିନେତ୍ରୀ

ନୂଆଦିଲ୍ଲୀ, ୧।୭: ବଲିଉଡ ଅଭିନେତ୍ରୀ ହ୍ୟୁମା କ୍ୟୁରେସୀ ଭାରତୀୟ କ୍ରିକେଟ ଦଳର ଜର୍ସି ଉପରେ ମତ ଦେଇ ଟ୍ରୋଲ ହୋଇଛନ୍ତି। ଇଂଲଣ୍ଡ ବିପକ୍ଷରେ ଭାରତୀୟ ଦଳ...

ଡିପ୍ରେଶନ ବଢ଼ାଇ ଥାଏ ଏହି ୫ ଜିନିଷ : ଡାଏଟରେ କରନ୍ତୁ ନାହିଁ ସାମିଲ

ଧାରାବାହିକରୁ ଚଳଚ୍ଚିତ୍ର ଜଗତକୁ ଯାଇଥିବା ସୁଶାନ୍ତ ସିଂ ରାଜପୁତ ଆଉ ଦୁନିଆରେ ନାହାଁନ୍ତି। ତାଙ୍କର ପ୍ରଶଂସକ ଏବଂ ଘନିଷ୍ଠ ବନ୍ଧୁମାନଙ୍କ ପାଇଁ, ତାଙ୍କର ଦେହାନ୍ତ କିଛି...

ସଲ୍‌ମାନଙ୍କ ଦୁଇଟି ଫିଲ୍ମ ରିଜେକ୍ଟ କରିଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ର ଅଭିନେତ୍ରୀମାନେ ସଲମାନ ଖାଁଙ୍କ ଫିଲ୍ମରେ ଅଭିନୟ କରିବା ପାଇଁ ଚାହିଁ ରହୁଥିବାବେଳେ ଜଣେ ଅଭିନେତ୍ରୀ ତାଙ୍କର ଦୁଇ ଦୁଇଟି ଫିଲ୍ମ ଅଫର ରିଜେକ୍ଟ କରିସାରିଛନ୍ତି।...

ଶାହରୁଖ ଖାନ୍‌ଙ୍କ ସହ କାମ କରିବାକୁ ମନା କରିଦେଇଥିଲେ ଏସବୁ ଅଭିନେତ୍ରୀ

ବଲିଉଡ୍‌ର ବାଦ୍‌ଶାହା ଶାହାରୁଖ ଖାନ୍‌ ଇଣ୍ଡଷ୍ଟ୍ରି ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଚନ୍ତି। ତାଙ୍କୁ ଦେଖି ଲକ୍ଷ ଲକ୍ଷ ଲୋକ ଫିଲ୍ମରେ ହିରୋ ହେବାର ସ୍ବପ୍ନ...

ଧର୍ମଶାଳା ରାସ୍ତାରେ ବୁଲୁଥିବା ନଜର ଆସିଲେ କରୀନା କପୁର

ମୁମ୍ବାଇ: କରୀନା କପୁର ଏବଂ ମଲାଇକା ଆରୋରାଙ୍କ କିଛି ଭିଡିଓ ସୋସିଆଲ ମିଡିଆରେ ଏବେ ତୀବ୍ର ଗତିରେ ଭାଇରାଲ ହେଉଛି। ଏହି ଭିଡିଓରେ କରୀନା ଏବଂ...

ଦେଖାଦେଇଥିଲା ଏମିତି ସଙ୍କଟ: ସୁନା ଗହଣା ସମ୍ପତ୍ତି ବିକି ଚଳୁଥିଲେ ରାଖୀ ସାୱନ୍ତ

ରାଖୀ ସାୱନ୍ତ ପୁଣି ଥରେ ବିଗ ବସ୍‌ରେ ନଜର ଆସିବେ। ଏହାପୂର୍ବରୁ, ରାଖୀ ବିଗ୍‌ ବସ୍‌ ସିଜିନ୍‌ର ଏକ ଅଂଶ ହୋଇପାରିଛନ୍ତି। ରାଖୀ ଚଳଚ୍ଚିତ୍ର ଜଗତରରୁ...

ଚିତ୍ର ଆଙ୍କୁଛନ୍ତି ସୈଫ-ତୈମୁର

ମୁମ୍ବାଇ: ଲକ୍‌ଡାଉନ୍‌ ପାଇଁ ଏବେ ସମସ୍ତେ ଘରେ ରହୁଛନ୍ତିି। ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ବଲିଉଡ କଳାକାରମାନଙ୍କ ପର୍ଯ୍ୟନ୍ତ ସମସ୍ତେ ଘରେ ରହି ସମୟ...

ଦୀପିକାଙ୍କ ରୋମାନ୍ସ ଫିଲ୍ମ‘ଗେହରାଇୟାଁ’କୁ ନେଇ ବର୍ଷିଲେ ଏହି ଅଭିନେତ୍ରୀ

ନିକଟରେ ଦୀପିକା ପାଦୁକୋନ, ଅନନ୍ୟା ପାଣ୍ଡେ ଏବଂ ସିଦ୍ଧାନ୍ତ ଚତୁର୍ବେଦୀଙ୍କ ଫିଲ୍ମ ଗେହରାଇୟାଁ ରିଲିଜ ହୋଇଛି । ଏହା ଓଟିଟି ପ୍ଲାଟଫର୍ମ ଆମାଜନ ପ୍ରାଇମ ଭିଡିଓରେ...

Advertisement
Archives

Model This Week