ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତ୍ରୀ ଏଣ୍ଡ୍ରିଲା ଶର୍ମା

ଲୋକପ୍ରିୟ ଅଭିନେତ୍ରୀ ଏଣ୍ଡ୍ରିଲା ଶର୍ମାଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହଠାତ୍‌ ତାଙ୍କ ଅବସ୍ଥା ବିଗିଡିଯିବାରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଏବଂ ବର୍ତ୍ତମାନ ତାଙ୍କ ଅବସ୍ଥା ଗୁରୁତର ରହିଥିବା ସୂଚନା ମିଳିଛି।
ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ଆଣ୍ଡ୍ରିଲା କର୍କଟ ଭଳି ମାରାତ୍ମକ ରୋଗ ସହିତ ଯୁଦ୍ଧରେ ଦୁଇଥର ଜିତିଛନ୍ତି। ଏବେ ହଠାତ୍‌ ତାଙ୍କ ଅବସ୍ଥା ପୁଣି ଖରାପ ହୋଇଯାଇଛି। ତାଙ୍କୁ ଏବେ ଭେଣ୍ଟିଲେଟରକୁ ସ୍ଥାନାନ୍ତର କରାଯାଇଛି।

Share