ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ ବର୍‌ଖା

ବମ୍ବେ: ମନୋରଞ୍ଜନ ଦୁନିଆରେ ଅନେକ ସମ୍ପର୍କ ଉଦାହରଣ ପାଲଟୁଥିବା ବେଳେ କିଛି ବେଳ ଅବେଳରେ ଭାଙ୍ଗିଯାଏ। ଏଥିଲାଗି ବେଶ ସମୟ ମଧ୍ୟ ଲାଗେ ନାହିଁ। କଳାକାରଙ୍କ ଡେଟିଂ ଖବର ସାମ୍ନାକୁ ଆସିବା ପରେ ପ୍ରଶଂସକ ଚକିତ ହୋଇଥାନ୍ତି। ଏହି କ୍ରମରେ ଜଣାଶୁଣା ଟେଲିଭିଜନ ଅଭିନେତ୍ରୀ ବର୍‌ଖା ସେନଗୁପ୍ତା ପୁଣି ପ୍ରେମରେ ପଡ଼ିଥିବା ଚର୍ଚ୍ଚା ହେଉଛି।

୪୩ ବର୍ଷୀୟ ବର୍‌ଖା ପୂର୍ବରୁ ବିବାହିତା। ସ୍ବାମୀଙ୍କଠାରୁ ଅଲଗା ରହୁଥିଲେ ହେଁ ଏଯାଏ ଛାଡ଼ପତ୍ର ହୋଇନାହିଁ। ଏହାସତ୍ତ୍ୱେ ସେ ଅଭିନେତା ତଥା ନିର୍ମାତା ଆଶିଷ ଶର୍ମାଙ୍କୁ ଡେଟ୍‌ କରୁଥିବା କୁହାଯାଉଛି। ବର୍‌ଖା ନିଜର ବ୍ୟକ୍ତିଗତ ଜୀବନ ବିଷୟରେ ମୁହଁ ଖୋଲିବାକୁ ଚାହୁଁ ନ ଥିବାରୁ ସମ୍ପର୍କକୁ ନେଇ ଚୁପ୍‌ ରହି ଆସୁଛନ୍ତି।

jagran

ତେବେ ବର୍‌ଖା ଟେଲିଭିଜନ ଅଭିନେତା ଇନ୍ଦ୍ରନୀଲ ସେନଗୁପ୍ତାଙ୍କ ସ୍ତ୍ରୀ। ୨୦୦୮ରେ ଦୁହିଁଙ୍କ ବିବାହ ହୋଇଥିଲା। ବିବାହରୁ ଉଭୟଙ୍କ ଏକ ଝିଅ ରହିଛି। ଇନ୍ଦ୍ରନୀଲଙ୍କ ଅନ୍ୟ ସମ୍ପର୍କକୁ ନେଇ ବରଖାଙ୍କ ସହ ମତଭେଦ ଦେଖାଦେଇଥିଲା। ସେବେଠାରୁ ବରଖା ସ୍ବାମୀଙ୍କଠାରୁ ଅଲଗା ରହିଆସୁଛନ୍ତି। ଦୁଇ ବର୍ଷ ପୂର୍ବେ ଏହି ଦମ୍ପତ୍ତିଙ୍କ ଛାଡ଼ପତ୍ର ଖବର ସାମ୍ନାକୁ ଆସିଥିଲା। ମାତ୍ର ଏଯାଏ ତାଙ୍କର ଛାଡ଼ପତ୍ର ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?