କୋର୍ଟରେ ହାଜର ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୫।୪: କଟକ ଫ୍ୟାମିଲି କୋର୍ଟରେ ସୋମବାର ହାଜର ହୋଇଛନ୍ତି ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଅଭିନେତା ସ୍ବାମୀ ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ସହ ପାରିବାରିକ ବିବାଦ ନେଇ ବର୍ଷା କୋର୍ଟରେ ହାଜର ହୋଇଥିବା ଜଣାପଡ଼ିଛି। ଦିଲ୍ଲୀ ପଟିଆଲା ହାଉସ କୋର୍ଟ ବଦଳରେ କଟକ ଫ୍ୟାମିଲି କୋର୍ଟରେ ଶୁଣାଣି ହେବ। ଆଜି ଉଭୟଙ୍କୁ ହାଜର ହେବା ପାଇଁ ଫ୍ୟାମିଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ।

ଉଭୟଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦ ନେଇ ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଅନୁଭବ ଆବେଦନ କରିଥିଲେ। ମାତ୍ର ଥରକୁ ଥର ଦିଲ୍ଲୀ ଯିବା ନିମନ୍ତେ ଅସୁବିଧାର ସମ୍ମୁଖୀନ ହେବେ କହି ମାମଲାକୁ କଟକ ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା।

ସୂଚନାଯୋଗ୍ୟ, ବାହାଘର ପରେ ସ୍ବାମୀ ଏବଂ ଶାଶୁଘର ଲୋକେ ତାଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ଆଣି କଟକ ଏସ୍‌ଡିଜିଏମ୍‌ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା।


Enter your email to get our daily news in your inbox.

All Right Reserved By Dharitri.Com

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….

ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?