ଭାଜପା ଛାଡିବେ ଅଭିନେତ୍ରୀ ବିଦୁସ୍ମିତା!

ଭୁବନେଶ୍ୱର,୧୦।୪: ଭାଜପା ଛାଡିବେ ଅଭିନେତ୍ରୀ ବିଦୁସ୍ମିତା । ଭାରତୀୟ ଜନତା ପାର୍ଟିରୁ ଇସ୍ତଫା ଦେବେ ବିଦୁସ୍ମିତା ଦାଶ ମନ୍ତ୍ରୀ। ପଦ୍ମ ଛାଡ଼ି ଶଙ୍ଖ ଫୁଙ୍ଖିବେ ଅଭିନେତ୍ରୀ। ଏନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହେଲାଣି । ବିଦୁସ୍ମିତାଙ୍କ ସ୍ବାମୀ ଅନନ୍ତ କୁମାର ଦାସଙ୍କୁ ୨୦୧୯ରେ ବିଧାୟକ ପ୍ରାର୍ଥୀ କରିଥିଲା ଭାଜପା। ସ୍ବାମୀଙ୍କ ପାଇଁ ଘର ଘର ବୁଲି ପ୍ରଚାର କରିଥିଲେ ବିଦୁସ୍ମିତା । କିଛି ଦିନ ତଳେ ତାଙ୍କୁ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ।

ବିଜେପି ପାଇଁ ଅନେକ ସମୟରେ ବିଦୁସ୍ମିତାଙ୍କୁ ପ୍ରଚାର କରୁଥିବାର ଦେଖିବାକୁ ମିଳୁଥିଲା । କିଛି ଦିନ ପୂର୍ବେ ଭାଜପା ଦଳୀୟ କାର୍ଯ୍ୟାଳୟରେ ବିଦୁସ୍ମିତା ପହଞ୍ଚିଥିବା ବେଳେ ଦଳୀୟ କାର୍ଯ୍ୟକର୍ତ୍ତା ଭଳି କାମ କରିବେ ବୋଲି କହିଥିଲେ । ଏପରିକି ଦଳ ଯାହା ଦାୟିତ୍ୱ ଦେବ ତାହାକୁ ତୁଲାଇବି ବୋଲି ମଧ୍ୟ କହିଥିଲେ ବିଦୁସ୍ମିତା । କିନ୍ତୁ ଭାଜପା ଟିକେଟ ନ ମିଳିବା କାରଣରୁ ବିଦୁସ୍ମିତା ଦଳ ଛାଡୁଥିବା ଚର୍ଚ୍ଚା ହେଉଛି । ସୂଚନାଥାଉ କି, ସ୍ବାମୀ ଭାଜପାରେ ଥିବାବେଳେ ୨୦୧୯ରେ ଭାଜପାରେ ଯୋଗ ଦେଇଥିଲେ ବିଦୁସ୍ମିତା ।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ

ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଫଳପ୍ରଦ ଆଣ୍ଟିବାୟୋଟିକ୍‌ ପଦାର୍ଥର ବିକାଶ

ବ୍ୟାକ୍ଟେରିଓଫେଜ୍‌ ଭାଇରସ୍‌ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍‌ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍‌। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

ଆସ ଷ୍ଟେଶନରେ ଛାଡିଦେବୁ କହି ମହିଳାଙ୍କୁ ଗଣବଳାତ୍କାର

ଭୁବନେଶ୍ୱର,୩୦।୩: ରାଜଧାନୀରେ ଚାଞ୍ଚଲ୍ୟ। ମହିଳାଙ୍କୁ ଷ୍ଟେଶନରେ ଛାଡିଦେବାକୁ କହି ଗଣବଳାତ୍କାର କଲେ ୨ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ତମାଣ୍ଡୋ ଥାନା ଅଞ୍ଚଳରେ। ପୀଡ଼ିତା ଜଣଙ୍କ ପଶ୍ଚିମବଙ୍ଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri